ବିଦ୍ୟୁତ ତାର ନେଲା ଜୀବନ, ବାପ ମୃତ, ପୁଅ ଗୁରୁତର
by Argus News
Mon, Apr 22 | 9:05 a.m.

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ହିଂଜିଳି ଥାନା ଅନ୍ତର୍ଗତ ଆଡ଼ପଡା ଗ୍ରାମରେ ପଦର କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବାପା ର ମୃତ୍ୟୁ ପୁଅ ଗୁରୁତର ।ମୃତ ବ୍ୟକ୍ତି ଜଣକ ହେଲେ କୋରା ବେହେରା ଗୁରୁତର ଯୁବକ ହେଉଛନ୍ତି ତୋଫାନ ବେହେରା ।ସକାଳ ସମୟେ ଗାଁ ପଦର କାମରେ ବାପା ପୁଅ ଯାଇଥିବା ବେଳେ ପାଣି ପମ୍ପ ଚଳାଇ କାମ କରୁଥିବା ବେଳେ ବିଦ୍ୟୁତ ତାର ଛିଣ୍ଡି ବାପା କୋରା ବେହେରା ଙ୍କ ଉପରେ ପଡିଥିବା ବେଳେ ଘଟଣା ସ୍ଥଳରେ ବାପା ଙ୍କ ମୃତ୍ୟୁ ଘଟିଛି ।

ଅଧିକ ପଢନ୍ତୁ ଓଡିଶା ଖବର 

ବାପା ଙ୍କୁ ଉଦ୍ଧାର କରିବାକୁ ଯାଇ ପୁଅ ମଧ୍ୟ ଗୁରୁତର ଅଛନ୍ତି । ଗ୍ରାମବାସୀ ଉଦ୍ଧାର କରି ନିକଟସ୍ଥ ଆଡ଼ପଡା ମେଡିକାଲ ରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ବାପା କୋରାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ପୁଅ ଅଚେତ ହୋଇ ପଡିରହିଥିବା ବେଳେ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ADR REPORT
8m ago
ଆସିଲା ଏଡିଆର୍ ରିପୋର୍ଟ; ୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା
ଭୁବନେଶ୍ୱର: ଆସିଲା ଏଡିଆର୍ ରିପୋର୍ଟ । ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜ
24 ELECTION
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର