ଶ୍ରୀନଗରର ବକ୍ସି ଷ୍ଟାଡିୟମରେ ସଦର୍ଣ୍ଣ  ସୁପରଷ୍ଟାର ସହ କୋଣାର୍କ ସୂର୍ଯ୍ୟାସ୍ ସହ ଫାଇନାଲ୍ ମୁକାବିଲା
by Argus News
Wed, Oct 16 | 10:06 p.m.

ଅର୍ଗସ ବ୍ୟୁରୋ: ଲିଜେଣ୍ଡସ୍ ଲିଗ୍ କ୍ରିକେଟ୍ ୨୦୨୪ । ଶ୍ରୀନଗରର ବକ୍ସି ଷ୍ଟାଡିୟମରେ ଚାଲିଛି ଫାଇନାଲ୍ ମ୍ୟାଚ୍। ଶକ୍ତିଶାଳୀ ସଦର୍ଣ୍ଣ  ସୁପରଷ୍ଟାର ସହ ହେଉଛି କୋଣାର୍କ ସୂର୍ଯ୍ୟାସ୍  ଓଡ଼ିଶାର ଲଢ଼େଇ। ଇରଫାନ୍ ପଠାନଙ୍କ ନେତୃତ୍ବାଧୀନ କୋଣାର୍କ ସୂର୍ଯ୍ୟାସ୍ ଓ କେଦାର ଯାଦବଙ୍କ ନେତୃତ୍ବାଧୀନ ସଦର୍ଣ୍ଣ  ସୁପରଷ୍ଟାର ମୁହାଁମୁହିଁ ହୋଇଛନ୍ତି। ଟସ୍ ଜିତି ପ୍ରଥମେ ଫିଲଡିଂ ନିଷ୍ପତ୍ତି ନେଇଛି କୋଣାର୍କ ସୂର୍ଯ୍ୟାସ୍। ଶେଷ ଖବର ସୁଦ୍ଧା ୩ ଓଭରରେ ଗୋଟିଏ ୱିକେଟ୍ ହରାଇ ୧୩ ରନ୍ ସଂଗ୍ରହ କରିଛି ସର୍ଦ୍ଦନ୍ ସୁପରଷ୍ଟାର। କୋଣାର୍କ ସୂର୍ଯ୍ୟାସ୍ ଟିମ୍ ମଣିପାଲ ଟାଇଗର୍ସ ବିପକ୍ଷରେ ବିଜୟ ହାସଲ କରି ଲିଜେଣ୍ଡସ୍ ଲିଗ୍ କ୍ରିକେଟରେ ନିଜର ଯାତ୍ରା ଆରମ୍ଭ କରିଥିଲା । ତେବେ, ବର୍ଷା ଯୋଗୁଁ ବାତିଲ ହୋଇଥିବା କ୍ରମାଗତ ଦୁଇଟି ମ୍ୟାଚରୁ କେଏସଓ ଦଳକୁ ଦୁଇ ପଏଣ୍ଟ ମିଳିଥିଲା । ଏହା ପରେ କେଏସଓ ଦଳ ସଦର୍ଣ୍ଣ ସୁପରଷ୍ଟାର ବିପକ୍ଷରେ ହୋଇଥିବା ମ୍ୟାଚ ୮ ୱିକେଟରେ ହାରିଯାଇଥିଲା । ଇଣ୍ଡିଆ କ୍ୟାପିଟାଲ୍ସ ବିପକ୍ଷରେ ୫ ରନ୍ ରେ ବିଜୟ ହାସଲ କରି ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲା କେଏସଓ ଦଳ 


 

ଆଦାନୀ
ଆଦାନୀ କିଣିଲା ସେମୋଲିନା କିଚେନ୍ସର ୫୦ ପ୍ରତିଶତ ଅଂଶଧନ
ଅର୍ଗସ ବ୍ୟୁରୋ:ସେମୋଲିନା କିଚେନ୍ସର ୫୦ ପ୍ରତିଶତ ଅଂଶଧନ କିଣିଲା ଆଦାନୀ ଏଣ୍ଟରପ୍ରାଇଜ୍ରସ ଲିମିଟେଡ୍। ଫଳରେ ଆଦାନୀ ଗ୍ରୁପର ସହାୟକ କମ୍ପାନୀ ଆଦାନୀ ଏୟାରପୋର୍ଟ ହୋଲ୍ଡିଂ ଲିମିଟେଡ
ଲିଜେଣ୍ଡସ୍ ଲିଗ୍
ଶ୍ରୀନଗରର ବକ୍ସି ଷ୍ଟାଡିୟମରେ ସଦର୍ଣ୍ଣ  ସୁପରଷ୍ଟାର ସହ କୋଣାର୍କ ସୂର୍ଯ୍ୟାସ୍ ସହ ଫାଇନାଲ୍ ମୁକାବିଲା
ଅର୍ଗସ ବ୍ୟୁରୋ: ଲିଜେଣ୍ଡସ୍ ଲିଗ୍ କ୍ରିକେଟ୍ ୨୦୨୪ । ଶ୍ରୀନଗରର ବକ୍ସି ଷ୍ଟାଡିୟମରେ ଚାଲିଛି ଫାଇନାଲ୍ ମ୍ୟାଚ୍। ଶକ୍ତିଶାଳୀ ସଦର୍ଣ୍ଣ ସୁପରଷ୍ଟାର ସହ ହେଉଛି କୋଣାର୍କ ସୂର୍ଯ୍ୟାସ
ରାଜଧାନୀରେ ଲୁଟ ଅପରେସନ
ଯମତରା ଗ୍ୟାଙ୍ଗ ଷ୍ଟାଇଲରେ ରାଜଧାନୀରେ ଲୁଟ ଅପରେସନ୍, ୬ସାଇବର ଠକଙ୍କୁ ବାନ୍ଧିଲା କମିସନରେଟ୍ ପୋଲିସ
ଅର୍ଗସ ବ୍ୟୁରୋ:ଯମତରା ଗ୍ୟାଙ୍ଗ ଷ୍ଟାଇଲରେ ରାଜଧାନୀରେ ଲୁଟ ଅପରେସନ୍। ଆପାର୍ଟମେଣ୍ଟରେ କଲସେଣ୍ଟର କରି ଲୁଟୁଥିଲେ ସାଇବର ମାଫିଆ। ଫ୍ଲୁଏଣ୍ଟ ଇଂଲିସରେ ଆମେରିକା, ଚୀନ, ଇଂଲଣ୍ଡ ଲୋକଙ୍କ