କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୁଦ୍ଧରେ ରୁଜୁ ହୋଇଛି ମାମଲା 
by Argus News
Fri, Sep 27 | 7:01 p.m.

 ନୂଆଦିଲ୍ଲୀ:  କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୁଦ୍ଧରେ ରୁଜୁ ହୋଇଛି ମାମଲା। ଜମି ଦୁର୍ନୀତି ମାମଲାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ଦୁର୍ନୀତି ନିବାରଣ ସଂସ୍ଥା ଲୋକାୟୁକ୍ତ ଏକ ମାମଲା ରୁଜୁ କରିଛି।

ଏଫାଇଆରରେ ସିଦ୍ଧରମୈୟାଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ନାମିତ କରାଯାଇ ଥିବାବେଳେ ତାଙ୍କ ପତ୍ନୀ ପାର୍ବତୀ, ଶଳା ମଲ୍ଲିକାର୍ଜୁନ ସ୍ୱାମୀ ଏବଂ ଜଣେ ଜମି ମାଲିକଙ୍କ ନାଁ ରହିଛି।  କର୍ଣ୍ଣାଟକର ଜଣେ ଆରଟିଆଇ କାର୍ଯ୍ୟକର୍ତ୍ତା ଟି.ଜେ ଆବ୍ରାହମ ମୈସୁର ସହରାଞ୍ଚଳ ବିକାଶ ପ୍ରାଧିକରଣ  ଜମି ଆବଣ୍ଟନରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୁଦ୍ଧରେ ଘୋଟାଲା ଅଭିଯୋଗ ଆଣିଥିଲେ। ନିୟମ ଉଲ୍ଲଙ୍ଘନ କରି ସିଦ୍ଧରମୈୟାଙ୍କ ପତ୍ନୀଙ୍କୁ MUDA ବହୁମୂଲ୍ୟର ସମ୍ପତ୍ତି ଦେଇଥିବା ଅଭିଯୋଗରେ ଦର୍ଶାଯାଇଥିଲା।  
ଅଧିକ ପଢନ୍ତୁ ଭାରତ ଖବର 

ELECTIONS
8m ago
ପାଖେଇ ଆସୁଛି ହରିୟାଣା ନିର୍ବାଚନ, ସରଗରମ ହେଉଛି ନିର୍ବାଚନ ପ୍ରଚାର
ଅର୍ଗସ ବ୍ୟୁରୋ: ପାଖେଇ ଆସୁଛି ହରିୟାଣା ନିର୍ବାଚନ । ସରଗରମ ହେଉଛି ନିର୍ବାଚନ ପ୍ରଚାର । ଆଜି ହିସାରେ ବିଜେପି ଜନ ସମର୍ଥନ ରାଲିରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ମୋଦି । ଗତ 25
ODISHA CONCLAVE
12m ago
ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ର ଲୋଗୋ ଉନ୍ମୋଚିତ
ଅର୍ଗସ ବ୍ୟୁରୋ: ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ର ଲୋଗୋ ଉନ୍ମୋଚିତ। ଲୋଗୋର ନାମ ହେଉଛି ଉତ୍କର୍ଷ ଓଡିଶା। ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ
GOVERNMENT
17m ago
ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ପୂରଣ ହେବ ଖାଲି ପଡ଼ିଥିବା 1500ରୁ ଅଧିକ ଅଧ୍ୟାପକ ପଦବୀ
ଅର୍ଗସ ବ୍ୟୁରୋ: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି...ଖୁବ୍ ଶୀଘ୍ର ପୂରଣ ହେବ ରାଜ୍ୟର ବିଶ୍ବବିଦ୍ୟାଳୟ ଗୁଡ଼ିକରେ ଖାଲି ପଡ଼ିଥିବା 1500ରୁ ଅଧିକ ଅଧ୍ୟାପକ ପଦବୀ...ବିଭିନ୍