କଟକର ଏକ ଘରୋଇ ନର୍ସିଂହୋମରେ  ଅଗ୍ନିକାଣ୍ଡ
by Argus News
Sat, Jul 13 | 4:11 p.m.

କଟକ: କଟକର ଏକ ନର୍ସିଂହୋମରେ ନିଆଁ। ପୁରୀଘାଟ  ଥାନା ନିକଟ ନର୍ସିଂହୋମର ୩ୟ ମହଲାରେ ଏହି  ନିଆଁ ଲାଗିଛି।  ନିଆଁ ଲିଭାଇବା ପାଇଁ ଘଟଣାସ୍ଥଳରେ ପହଞ୍ଚିଛି  ଦୁଇଟି  ଦମକଳ ବାହିନୀ। ତେବେ ଅଗ୍ନିକାଣ୍ଡ ର କାରଣ ଅସ୍ପଷ୍ଟ । କଟକ ପୁରିଘାଟ ତ୍ରିସା ହସ୍ପିଟାଲ । 

୮ରୁ ଅଧିକ ଗୁରୁତର ରୋଗୀ  ଆଇସିୟୁରେ ଚିକିତ୍ସିତ ହେଉଥିଲେ। ଏହାଛଡ଼ା ସାଧାରଣ ବେଡ୍‌ରେ ମଧ୍ୟ ବହୁ ରୋଗୀ ଚିକିତ୍ସିତ ହେଉଥିଲେ। ତେବେ ଆଜି ଅପରାହ୍ନରେ ହଠାତ୍‌ ଆଇସିୟୁରେ ବିଦ୍ୟୁତ୍‌ ଶର୍ଟସର୍କିଟ୍‌ ଯୋଗୁ ନିଆଁ ଲାଗି ଯାଇଥିଲା। ଚାହୁଁ ଚାହୁଁ ତୃତୀୟ ମହଲାରେ ନିଆଁ ବ୍ୟାପି ଯାଇଥିଲା। ଧୂଆଁମୟ ହୋଇଯାଇଥିଲା ପୂରା ଫ୍ଲୋର। ଆଇସିୟୁରେ ଭର୍ତ୍ତି ହୋଇଥିବା ରୋଗୀମାନେ ଅଣ ନିଃଶ୍ୱାସୀ ହୋଇପଡ଼ିଥିଲେ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଆଜିଠାରୁ ଏକମାସ
53m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି