ସତପୁରା ଭବନ ଓ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ବିଭାଗରେ ଲାଗିଲା ନିଆଁ
by Argus News
Sat, Mar 09 | 2:51 p.m.

ଅର୍ଗସ ବ୍ୟୁରୋ : ମଧ୍ୟପ୍ରଦେଶ ରାଜଧାନୀ ଭୋପାଳର ସଚିବାଳୟ ଭବନରେ ବଡ଼ ଧରଣର ଅଗ୍ନିକାଣ୍ଡ । ଆଜି ସକାଳେ ସଚିବାଳୟ ଭବନରୁ ପ୍ରବଳ ମାତ୍ରାର ଧୂଆଁ ବାହାରିଥିଲା । ସଚିବାଳୟର ତୃତୀୟ ମହଲାରେ ନିଆଁ ଲାଗିଥିବା ସୂଚନା । ସଚିବାଳୟର ସତପୁରା ଭବନ ଓ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ବିଭାଗରେ ନିଆଁ ଲାଗିଥିବା ଜଣାପଡିଛି । ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ଧୁଆଁମୟ ହୋଇଛି ପୁରା ପରିବେଶ । ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନାହିଁ ।  ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିବାକୁ ଚେଷ୍ଟା କରୁଛି ।

ଅଧିକ ପଢନ୍ତୁ ଭାରତ ଖବର

HEALTH
7m ago
୪୧ ଔଷଧର ବଦଳିଲା ମୂଲ୍ୟ
ଅର୍ଗସ ବ୍ୟୁରୋ: ମଧୁମେହ, ଶରୀରର ଯନ୍ତ୍ରଣା, ହୃଦ୍‌ରୋଗ, ଯକୃତ ସମସ୍ୟା, ଆଣ୍ଟାସିଡ୍‌, ସଂକ୍ରମଣ, ଏବଂ ଆଲର୍ଜି, ମଲ୍ଟିଭାଇଟାମିନ୍ ଏବଂ ଆଣ୍ଟିବାୟୋଟିକ୍ ପରିନ କେତକ ଔଷଧର ମୂଲ୍
ଖଲ୍ଲିକୋଟ
47m ago
ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ ?
ବ୍ରହ୍ମପୁର: କାହା ଚାପରେ ଚୁପ ଗଞ୍ଜାମ ପୋଲିସ । ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ । ବିଜେପିର ଅଭିଯୋଗ ପରେ ବି ଚୁପ ବସିଛି ପୋଲିସ
ନୋଟ୍ ବଣ୍ଟା
53m ago
ହାରିବା ଭୟରେ ବିଜେଡିର ଟଙ୍କା ବଣ୍ଟା ଅଭିଯାନ
ସମ୍ବଲପୁର: ଅର୍ଗସ ହାତରେ ଲାଗିଲା ପୁଣି ଏକ ଏକ୍ସକ୍ଲୁସିଭ୍ ଭିଯୁଆଲ । 500 ଟଙ୍କିଆ ନୋଟ୍ ବଣ୍ଟା ହେବା ବେଳେ ଛିଡୁ ନାହିଁ ଭାଗ । କିଏ କେତେ ନେବ ତାକୁ ନେଇ ଚାଲିଥିଲା ଯୁକ୍ତି