ଅନୁଗୁଳ-ପୁରୀ ପାସେଞ୍ଜର ଟ୍ରେନରେ ନିଆଁ 
by Argus News
Sat, Jul 27 | 1:41 p.m.

ପୁରୀ:  ଅନୁଗୁଳ-ପୁରୀ ଫାଷ୍ଟ୍ ପାସେଞ୍ଜର ଟ୍ରେନରେ ନିଆଁ । ବ୍ରେକ୍ ବାଇଣ୍ଡିଂ ଘସିହୋଇ ଅଗ୍ନିକାଣ୍ଡ । ପୁରୀ ଷ୍ଟେସନରେ ପହଞ୍ଚବା ପୂର୍ବରୁ ନିଆଁକୁ ଆୟତ୍ତ କଲେ କର୍ମଚାରୀ । ତଦନ୍ତ ଆରମ୍ଭ କଲେ ବୈଷୟିକ ଟିମ୍ । ନିଆଁ, ଟେକ୍ସନ ମୋଟରରୁ ସଟସର୍କିଟ ହୋଇ ଲାଗିଥିଲା ।

ପୁରୀରେ ପହଞ୍ଚିବା ପରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା । ଏକ ବଡ଼ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଯାତ୍ରୀ । ମାଳତୀପାଟପୁର ଷ୍ଟେସନ ନିକଟରେ ଲାଗିଥିଲା ନିଆଁ । ଟ୍ରେନ ଚାଲୁଥିବା ସମୟରେ  ଟ୍ରେନପଛ ପାଖ  ଇଞ୍ଜୀନରୁ ନିଆଁ ଓ ଧୁଆଁ ବାହାରୁଥିବା କିଛି ଲୋକ ଦେଖି ଥିଲେ,  ପୁରୀରେ ଟ୍ରେନ ପହଞ୍ଚିବା ପରେ ଯାତ୍ରୀ ମାନେ ଓହ୍ଲାଇ ପଡିଥିଲେ। 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା