ପୁଣି ଏକ ନର୍ସିଂହୋମରେ ଅଗ୍ନିକାଣ୍ଡ
by Argus News
Mon, Jul 22 | 12:29 p.m.

ଆସିକା: ପୁଣି ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ । ଆସିକା ସହରରେ ଥିବା ଦୁର୍ଗାମାଧବ ନର୍ସିଂହୋମରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ରହିଛି । ଗ୍ୟାସ୍‌ ଚୁଲାରୁ ନିଆଁ ଲାଗିଥିବା ଜଣାପଡିଛି । ଖବର ପହଞ୍ଚିବା ପରେ ନିଆଁକୁ ଆୟତ୍ତ କରିଛନ୍ତି ଅଗ୍ନିଶମ କର୍ମଚାରୀ । ଅଳ୍ପକେ ବର୍ତ୍ତିଯାଇଛନ୍ତି ରୋଗୀ । ସେପଟେ ନିକଟରେ କଟକର ଏକ ଘରୋଇ ହସ୍ପିଟାଲରେ ନିଆଁ ଲାଗିଯାଇଥିଲା ।  ଯେଉଁଥିରେ ଜଣେ ଶିଶୁର ମୃତ୍ୟୁ ଘଟିଥିଲା । 
 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ