ପିପିଲି ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ
by Argus News
Sun, Feb 04 | 9:53 a.m.

ପୁରୀ: ପ୍ରେଟୋଲ ପମ୍ପରେ ଅଗ୍ନିକାଣ୍ଡ । ନିଆଁକୁ ଆୟତ କରୁଛି ପିପିଲି ଅଗ୍ନିଶମ ବିଭାଗ । ଅନେକ ଗୁରୁତ୍ୱପୂର୍ଣ ସାମଗ୍ରୀ ସହିତ କାଗଜ ପତ୍ର ପୋଡି ଜଳି ନଷ୍ଟ ହୋଇଯାଇଛି । ସାତଶଂଖ ବଳଙ୍ଗା ମୁଖ୍ୟ ରାସ୍ତାର ରୁପୁଦେଇପୁର ଛକ ନିକଟରେ ଥିବା ପେଟ୍ରୋଲ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି ।  ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଲୋକେ ଆଲୋଚନା କରୁଥିବା ବେଳେ ପ୍ରକୃତ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ସେପଟେ ଭୟରେ ଅଛନ୍ତି ଅଞ୍ଚଳବାସୀ ।  
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ