ଗନ୍ଧମାର୍ଦ୍ଧନ ପାହାଡ଼ରେ ଏନକାଉଣ୍ଟର
by Argus News
Tue, Apr 09 | 12:34 p.m.

ବରଗଡ:  ପାଇକମାଳରେ ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ । ଗନ୍ଧମାର୍ଦ୍ଧନ ପାହାଡ଼ରେ ଏନକାଉଣ୍ଟର । ଏବେ ବି ଜାରି ରହିଛି କୁମ୍ବିଂ ଅପରେସନ । ବରଗଡ଼ ଜିଲ୍ଲା ପାଇକମାଳରେ ଗୋଟିଏ ମାସ ମଧ୍ୟରେ ଦ୍ଵିତୀୟ ଥର ଏନକାଉଣ୍ଟର ହୋଇଥିବା ସୂଚନା ରହିଛି । 

ଆହୁରି ପଢନ୍ତୁ ଅପରାଧ ଖବର...

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ