କମିସନରେଟ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ, ସୁରକ୍ଷିତ ଭାବେ ପୂଜା ପାଳନ କରିବାପାଇଁ ଗୁରୁତ୍ୱ
by Argus News
Tue, Oct 08 | 8:56 a.m.

ଅର୍ଗସ ବ୍ୟୁରୋ:  କମିସନରେଟ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ | ଭୁବନେଶ୍ୱର ଡିସିପି ପିନାକ ମିଶ୍ର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ବିଭିନ୍ନ ଅଞ୍ଚଳ ବୁଲି ଫ୍ଲାଗ ମାର୍ଚ୍ଚ କରିଛନ୍ତି | ରାଜଧାନୀବାସୀ କେମିତି ସୁରକ୍ଷିତ ଭାବେ ପୂଜା ପାଳନ କରିବେ ତାକୁ ଗୁରୁତ୍ୱ ଦିଆଯାଇଛି | ଭୁବନେଶ୍ୱରରେ ସୁରକ୍ଷାକୁ କଡାକଡି କରାଯାଇଛି | ବିଶେଷ କରି ଟ୍ରାଫିକ ସମସ୍ୟାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି | ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା କରିବା ପାଇଁ ପୂଜା କମିଟି ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି | ପୂଜା ଦେଖିବା ପାଇଁ ଘରୁ ବାହାରିବା ବେଳେ ଘରେ ଡବଲ ଲକ କରିବା ସହ ସୁନା ଅଳଙ୍କାର ସବୁକୁ ସୁରକ୍ଷିତରେ ରଖିବାକୁ ଅପିଲ କରିଛନ୍ତି ଭୁବନେଶ୍ୱର ଡିସିପି ପିନାକ ମିଶ୍ର।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

ଚଢ଼ାଉ
46m ago
୮ଟି ଜାଗାରେ ଚଢ଼ାଉ କରୁଛି ଭିଜିଲାନ୍ସ
ଅର୍ଗସ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ବିଭାଗର ଅଧିକାରୀ ବରିଷ୍ଠ ବ୍ୟକ୍ତିଗତ ସଚିବ ରମେଶ ଚନ୍ଦ୍ର ଜେନା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରୁଛି ଭିଜିଲାନ୍ସ
JAGANNATH
49m ago
ପରଟାରେ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ
ଅର୍ଗସ ବ୍ୟୁରୋ: ବିଶ୍ୱାସ ରେ ଭଗବାନ। ଖାଇବା ପରଟାରେ ପ୍ରଭୁ ଜଗନ୍ନାଥ। ପରଟା ରେ ପ୍ରଭୁ ଜଗନ୍ନାଥଙ୍କ ଗୋଲ ଗୋଲ ଆଖି ସହିତ ମୟୁର ଚୁଳିଆ ଜଟ । ସତେ ଯେମିତି ଜଗତର ନାଥ ଜଗନ୍ନା
ଚଢ଼ାଉ
ବେଆଇନି ବାଣ ଗୋଦାମ ଉପରେ ଚଢ଼ାଉ
ଅର୍ଗସ ବ୍ୟୁରୋ: ବେଆଇନି ବାଣ ଗୋଦାମ ଉପରେ ଚଢ଼ାଉ । ସାଲେପୁର ରଟିଲୋ ଏସ ଡି ପି ଓ ଙ୍କ ନେତୃତ୍ଵ ରେ ପୋଲିସ ଅଧିକାରି ମାନଙ୍କ ସହ ଚଢାଉ ହୋଇଥିଲା । ସୂଚନା ମୁତାବକ କୌଣସ