ମହାପ୍ରସାଦ ଓ ଶୁଖିଲା ଭୋଗର ମାନ ଯାଞ୍ଚ କରିବେ ଫୁଡ ଅଫିସର
by Argus News
Wed, Sep 25 | 9:26 p.m.

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିର ଲାଗି ନିଯୁକ୍ତ ହେବେ ଫୁଡ ଅଫିସର। ଶ୍ରୀମନ୍ଦିରରେ ପ୍ରଶାସନରେ ନିଯୁକ୍ତ ହେବେ ଫୁଡ ଅଫିସର। ଏନେଇ ସୂଚନା ଦେଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। `ମହାପ୍ରସାଦ ଓ ଶୁଖିଲା  ଭୋଗର ମାନ ଯାଞ୍ଚ କରିବେ ଫୁଡ ଅଫିସର'। ଫୁଡ୍‌ ଅଫିସର ଶ୍ରୀମନ୍ଦିରରେ ବ୍ୟବହୃତ ସାମଗ୍ରୀର ଶୁଦ୍ଧତା ଯାଞ୍ଚ କରିବେ। 

`ବିଶେଷ କରି ଭୋଗ ସାମଗ୍ରୀ ଏବଂ ଘିଅର ଶୁଦ୍ଧତା ତଦାରଖ କରିବେ। ଏନେଇ ଖୁବଶୀଘ୍ର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହେବ ଏକ ମାର୍ଗଦର୍ଶିକା'। ମାର୍ଗଦର୍ଶିକାରେ ଭୋଗର ମାନ ସଂପର୍କରେ ନିର୍ଦ୍ଦିଷ୍ଟ ନିର୍ଦ୍ଦେଶନାମା ରହିବ। ଶ୍ରୀମନ୍ଦିରରେ ବ୍ୟବହୃତ ଅନ୍ୟାନ୍ୟ ସାମଗ୍ରୀ ବାବଦରେ ବି ନିର୍ଦ୍ଦେଶନାମା ରହିବ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ବିଜେଡି
ଓଡ଼ିଆଙ୍କୁ କଷ୍ଟ ଦେବାରୁ ୨୪ବର୍ଷର ବିଜେଡି ସରକାରଙ୍କୁ ଗଡାଇଦେଲେ ଓଡ଼ିଶାବାସୀ:ମୁଖ୍ୟମନ୍ତ୍ରୀ
ଅର୍ଗସ ବ୍ୟୁରୋ:ବିଜେଡି ନେତାଙ୍କ ନିଦ ହଜାଇଦେଲେ ମୋହନ,ଏମିତି କହିଦେଲେ ବାଧିଗଲା ବିଜେଡି ନେତାଙ୍କୁ । ଅବସର ଥିଲା ବିଜେପିର ମହା ସଦସ୍ୟତା ଅଭିଯାନ। ମୋହନ କହିଲେ ଓଡ଼ିଆଙ୍କୁ କଷ୍
ଓଏଏସ୍‌ ସ୍ତରରେ
ଓଏଏସ୍‌ ସ୍ତରରେ ହେଲା ବଡ଼ ଧରଣର ଅଦଳବଦଳ
ଅର୍ଗସ ବ୍ୟୁରୋ: ଓଏଏସ୍‌ ସ୍ତରରେ ଆଜି ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ମୋଟ ୩୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ଅନାମ ଚରଣ ପାତ୍ରଙ୍କୁ କଟକ ମହାନଗର ନିଗମ
ମହାପ୍ରସାଦ ଓ ଶୁଖିଲା
ମହାପ୍ରସାଦ ଓ ଶୁଖିଲା ଭୋଗର ମାନ ଯାଞ୍ଚ କରିବେ ଫୁଡ ଅଫିସର
ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିର ଲାଗି ନିଯୁକ୍ତ ହେବେ ଫୁଡ ଅଫିସର। ଶ୍ରୀମନ୍ଦିରରେ ପ୍ରଶାସନରେ ନିଯୁକ୍ତ ହେବେ ଫୁଡ ଅଫିସର। ଏନେଇ ସୂଚନା ଦେଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। `ମହାପ୍ରସା