ଅର୍ଗସ ବ୍ୟୁରୋ: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗାଁରେ ଟାଙ୍କୁ ଯାଉ ଖାଇ ୨ ମୃତ ୬ ଗୁରୁତର । ବ୍ରାହ୍ମଣୀଗାଁ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପ୍ରାଥମିକ ଚିକିତ୍ସା ପରେ ୬ଗୁରୁତର ଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର ।
ବ୍ରାହ୍ମଣୀଗାଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ମହିଳା ମୃତ । ବ୍ରହ୍ମପୁର ସ୍ଥାନାନ୍ତର ବେଳେ ଆମ୍ବୁଲାନ୍ସରେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି ।