ଏ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ଆଜି ତାପମାତ୍ରା ଡେଇଁଲା ୪୪ ଡିଗ୍ରୀ 
by Argus News
Fri, Apr 19 | 9:17 p.m.

ଭୁବନେଶ୍ୱର:  ପ୍ରଚଣ୍ଡ ତାତିରେ ଆଉଟପାଉଟ ଲୋକେ। ଆଜି  ଅସହ୍ୟ ହୋଇଛି ଗରମ। ଏ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ଆଜି ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ ଛୁଇଁଛି। ୪୪.୩ ଡିଗ୍ରୀ ସହ ବୌଦ୍ଧ ପାଲଟିଛି ସର୍ବାଧିକ ଉତ୍ତପ୍ତ ସହର।

ଏହା ତଳକୁ ରହିଛି ବାରିପଦା। ଆଜି ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୪.୨ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ରାଜ୍ୟରେ ୩୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ବା ତା’ ଉପରେ ରହିଛି। ସେଥିରୁ ୧୦ଟି ସହରର ତାପମାତ୍ରା ୪୩ ଡିଗ୍ରୀ ବା ତା’ ଉପରେ ରହିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆହୁରି 3 ଦିନ ଯାଏଁ ଜାରି ରହିବ ଗ୍ରାଷ୍ମ ଲହରୀ ଜାରି ରହିବ। 
ଅଧିକ ପଢନ୍ତୁ ଓଡ଼ିଶା ଖବର 

ନୋଟ୍ ବଣ୍ଟା
4m ago
ହାରିବା ଭୟରେ ବିଜେଡିର ଟଙ୍କା ବଣ୍ଟା ଅଭିଯାନ
ସମ୍ବଲପୁର: ଅର୍ଗସ ହାତରେ ଲାଗିଲା ପୁଣି ଏକ ଏକ୍ସକ୍ଲୁସିଭ୍ ଭିଯୁଆଲ । 500 ଟଙ୍କିଆ ନୋଟ୍ ବଣ୍ଟା ହେବା ବେଳେ ଛିଡୁ ନାହିଁ ଭାଗ । କିଏ କେତେ ନେବ ତାକୁ ନେଇ ଚାଲିଥିଲା ଯୁକ୍ତି
'ସନ୍ଥକବି'
10m ago
ପାଣ୍ଡିଆନ କହିଲେ 'ସନ୍ଥକବି' ଗଙ୍ଗାଧର ମେହେର
ସମ୍ବଲପୁର: ସଭାରେ ବିଳିବିଳେଇଲେ ପାଣ୍ଡିଆନ । ସମ୍ବଲପୁର ସଭାରେ ସମ୍ବୋଧନ କରୁଥିବା ସମୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କୁ କହିଲେ 'ସନ୍ଥ କବି' । ଭୀମଭୋଇଙ୍କ ନାମ ପୂର୍ବରୁ କେବ
MODI
19m ago
ସରକାର ଆସିବ ଗରିବଙ୍କ ଟଙ୍କା ଫେରିବ :ପ୍ରଧାନମନ୍ତ୍ରୀ
ଅର୍ଗସ ବ୍ୟୁରୋ: ଇଡି ଦ୍ୱାରା ଜବତ ହୋଇଥିବା ସମସ୍ତ ଟଙ୍କାକୁ ଆମ ସରକାର ଆସିଲେ ଗରିବ ଲୋକଙ୍କୁ ସବୁ ଟଙ୍କା ଫେରସ୍ତ କରାଯିବ ବୋଲ଼ି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି । ଆହୁରି ମଧ୍ୟ କହିଛନ୍ତ