ହାତୀ ମୃତ୍ୟୁ ଘଟଣାରେ  ବନ ବିଭାଗ କର୍ମଚାରୀଙ୍କୁ ଗିରଫ କଲା ବନ ବିଭାଗ
by Argus News
Thu, Sep 19 | 1:55 p.m.

ବାଲେଶ୍ୱର:  ବନ ବିଭାଗ କର୍ମଚାରୀଙ୍କୁ ଗିରଫ କଲା ବନ ବିଭାଗ। ହାତୀ ମୃତ୍ୟୁ ଘଟଣା ରେ ସୋର ରେଞ୍ଜ ଔପଦା ବେତେଇ  ଫରେଷ୍ଟ ଗାର୍ଡ ପଦ୍ମଲୋଚନ ପାତ୍ର ସହ ୪ ସବୁଜ ବାହିନୀ କର୍ମଚାରୀ ଗିରଫ। ମିଛରେ ଗିରଫ କରାଯାଇଥିବା ଅଭିଯୋଗ ରେ ନେଇ ନୀଳଗିରି କୁଳଡିହା  ରେଞ୍ଜ ଅଫିସ ଘେରାଉ କଲେ ଗିରଫ ହୋଇଥିବା ପରିବାର ଲୋକେ। ଘଟଣା ସ୍ଥଳରେ ନୀଳଗିରି ପୋଲିସ ର ବୁଝାସୁଝା।

ଗତ ଜୁଲାଇ ମାସରେ କୁଳଡିହା ଅଭୟାରଣ୍ୟ ର ହାତୀ ମୃତ୍ୟୁ ହୋଇଥିବା ବେଳେ ଘଟଣାକୁ ବାଲେଶ୍ଵର ବନ ଚାପିବା ପାଇଁ ଉଦ୍ୟମ କରିଥିଲା। ସୋର ବନାଞ୍ଚଳ ବେତେଇ ବିଟ ଅଧୀନ ଜଙ୍ଗଲରେ ଚଳିତବର୍ଷ ମେ ମାସରେ ଏକ ହାତୀର ମୃତଦେହକୁ ଲୁଚାଇବା ଅଭିଯୋଗରେ ସେତେବେଳର  ବେତେଇ ବିଟର ଫୋରେଷ୍ଟ ଗାର୍ଡ ପଦ୍ମଲୋଚନ ପାତ୍ର ସହ 4ସବୁଜବାହିନୀ କର୍ମଚାରୀ ଗିରଫ ହୋଇ କୋର୍ଟ ଚାଲାଣ ବେଳେ କୁଳଡିହା ଅଫିସ ଆଗରେ ପରିବାର ପକ୍ଷରୁ କୋର୍ଟ ଚାଲାଣ ବେଳର ବନବିଭାଗ ଗାଡି ସହ ଫାଟକ ଆଗରେ ଧାରଣା ସହ ଉତେଜନା ଦେଖିବାକୁ ମିଳିଛି । 

ଅଧିକ ପଢନ୍ତୁ  ଓଡ଼ିଶା ଖବର 
 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ