ବାଘଛାଲ ଡିଲ ବେଳେ ଧରିଲା ବନବିଭାଗ, ବାଘଛାଲ ଜବତ ସହ ୫ ଅଭିଯୁକ୍ତ ଗିରଫ
by Argus News
Mon, May 27 | 1:09 p.m.

ଅର୍ଗସ ବ୍ୟୁରୋ:  ନୂଆପଡା ଜିଲ୍ଲା ଖଡ଼ିଆଳ ବନ ବିଭାଗକୁ ବଡ ସଫଳତା । ହରିପୁର ଗାଁଠାରେ ବାଘଛାଲ ଡିଲ ବେଳେ ମାଡି ବସିଲା ଖଡ଼ିଆଳ ବନବିଭାଗ l କଲରାପତରିଆ ବାଘଛାଲ ଜବତ ସହ 5 ଜଣ ଅଭିଯୁକ୍ତ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଫେରାର ଥିବା ସୂଚନା l ଏହାସହ 2ଟି ମୋଟର ସାଇକଲ ଏବଂ 5ଟି ମୋବାଇଲ ଫୋନ ମଧ୍ୟ ଜବତ ଜବତ ହୋଇଛି l 5 ଅଭିଯୁକ୍ତ ଙ୍କ ମଧ୍ୟ ରୁ 4 ଜଣ ନୂଆପଡା ଜିଲ୍ଲା ର ହୋଇଥିବା ବେଳେ ଅନ୍ୟ ଜଣେ ବଲାଙ୍ଗୀର ଜିଲ୍ଲା ରେ ହୋଇଥିବା ସୂଚନା l  ଆଉ ଦୁଇଜଣ ଅଭିଯୁକ୍ତ ଫେରାର ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଉଚ୍ଚ ଜୁଆର
6m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
9m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ