ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୪ ତାରିଖରୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା
by Argus News
Wed, Oct 02 | 2:10 p.m.

ଅର୍ଗସ ବ୍ୟୁରୋ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। କ୍ରମଶଃ ଏହା ପଶ୍ଚିମ ଉତ୍ତର - ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପର ରୂପ ନେବ। 

ହେଲେ ଏହା ଅଧିକ ଘନୀଭୂତ ଆଶଙ୍କା କମ୍ । ଏହା କେବଳ ଲଘୁଚାପ ହୋଇ ଉପକୂଳ ଅତିକ୍ରମ କରିବ । ବର୍ତ୍ତମାନ ଏହାକୁ ନେଇ କୌଣସି ବାତ୍ୟା ଭୟ ନଥିବା କହିଛନ୍ତି ଭାରତୀୟ ପାଣିପାଗ ମହା ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ଏହାର ପ୍ରଭାବରେ ୪ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବର୍ଷାର ପରିମାଣ ବଢିବ। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

NAVEEN PATNAIK
15m ago
ଅଡୁଆରେ ପଡ଼ିପାରନ୍ତି ନବୀନ ପଟ୍ଟନାୟକ ଓ  ଭି. କେ ପଣ୍ଡିଆନ
ଅର୍ଗସ ବ୍ୟୁରୋ: ଅଡୁଆରେ ପଡ଼ିପାରନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ଭି. କେ ପଣ୍ଡିଆନ । ଉଭୟଙ୍କ ନାଁରେ ଅପରାଧିକ ମାମଲା ରୁଜୁ ପାଇ
ମାସୁମ ଖାନ
ମାସୁମ ଖାନର ଜାଲିମ କରନାମାର ପର୍ଦ୍ଦାଫାସ କରିବାରୁ ନାଲିଆଖି
ଅର୍ଗସ ବ୍ୟୁରୋ: ମାସୁମ ଖାନର ବେଆଇନ କାରନାମାର ପର୍ଦ୍ଦାଫାଶ କରିବାରୁ ଗଣମାଧ୍ୟମର କଣ୍ଠରୋଧ ପାଇଁ ହୀନ ପ୍ରୟାସ। ବୁଧବାର ବି ରାଜସ୍ବ ଓ ବନ ବିଭାଗ ପକ୍ଷରୁ ଇସଲାମନଗରରେ ବେଆଇନଜମି
ବିଜେଡି
ଉଗ୍ର ହେଉଛି ବିଜେଡି କନ୍ଦଳ
ଅର୍ଗସ ବ୍ୟୁରୋ: ଉଗ୍ରରୂପ ଧାରଣ କରୁଛି ବିଜେଡି ଗୋଷ୍ଠୀ କନ୍ଦଳ । ନବୀନଙ୍କ ସାମ୍ନାରେ କଥା କଟାକଟି ଓ ହାତା ହାତି ହେଉଛନ୍ତି ଦଳୀୟ ନେତା । ପରାଜୟ ପରେ ବିଜେଡି ସୁପ୍ରିମୋଙ୍କ ଜିଲ୍ଲ