ବିଜେପି ସରକାରକୁ ପ୍ରଶ୍ନ କରି ଫସିଗଲେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ 
by Argus News
Thu, Jul 25 | 1:49 p.m.

ଭୁବନେଶ୍ୱର: ଲୋୟର ସୁକତେଲ ପ୍ରକଳ୍ପକୁ ନେଇ ଶାସକ ବିରୋଧୀ ମୁହାଁମୁହିଁ । ବିଧାନସଭାରେ ବିଜେପି ସରକାରକୁ ପ୍ରଶ୍ନ କରି ଫସିଗଲେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ । ବିଜେଡି ବିଧାୟକ ନିରଞ୍ଜନ ପୂଜାରୀଙ୍କ ପ୍ରଶ୍ନର ଉତ୍ତର ଦେଇ ପୂର୍ବ ବିଜେଡି ସରକାର ପୋଲ ଖୋଲିଲେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ଉପମୁଖ୍ୟମନ୍ତ୍ରୀ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ କହିଛନ୍ତି ଲୋୟର ସୁକେତେଲ ପ୍ରକଳ୍ପ କୁ ନିର୍ବାଚନ ପାଇଁ ତରବରିଆ ଉଦଘାଟନ କରାଯାଇଥିଲା । ଡିପିଆର ଅନୁଯାୟୀ ୨୦୨୬ ପୂର୍ବରୁ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା କଥା ନୁହେଁ । ବର୍ତ୍ତମାନ ବିଧାୟକ ଯେଉଁ ଏହି ପ୍ରକଳ୍ପ ର ପାଣି ଲୋକଙ୍କ ପାଖରେ ପହଞ୍ଚି ଥିବା କହୁଛନ୍ତି ତାହା ଠିକ ନୁହେଁ ବୋଲି କହିଛନ୍ତି ଉଭୟ ମନ୍ତ୍ରୀ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା