ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାସ କୁଲେସିକା ବିଜେପିରେ ଯୋଗଦେଲେ
by Argus News
Fri, Apr 12 | 2:33 p.m.

ଅର୍ଗସ ବ୍ୟୁରୋ: ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାସ କୁଲେସିକା ଆଜି ବିଜେପିର ଯୋଗ ଦେଇଛନ୍ତି। ଗତକାଲି ବିଜେଡି ପକ୍ଷରୁ ପ୍ରଭୁ ଜାନୀଙ୍କ ଟିକେଟ ଘୋଷଣା ପରେ ସେ ଅସନ୍ତୋଷ ପ୍ରକାଶ କରିଛନ୍ତ। ସେ ଖୋଲାଖୋଲି କହିଛନ୍ତି, ବିଜେଡି ମୋ ସହ ବିଶ୍ବାସଘାତକତା କରିଛି। ତାଙ୍କର ସ୍ବପ୍ନ ସବୁ ବିଜେଡି ଭାଙ୍ଗିଛି । 

ସର୍ଭେ ରିପୋଟ ତାଙ୍କ ସପକ୍ଷରେ ଥିଲେ ମଧ୍ୟ ତାଙ୍କୁ ବିଜେଡି ଟିକେଟ ଦେଇ ନାହିଁ । ଆସନ୍ତା ନିର୍ବାଚନରେ ବିଜେଡି ୨୯ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ହାରିବ ବୋଲି କୈଳାସ କୁଲେସିକା କହିଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ