ପୂର୍ବତନ ମନ୍ତ୍ରୀ ଡମ୍ବୁରୁଧର ଉଲ୍ଲକାଙ୍କ ବିୟୋଗ
by Argus News
Wed, May 15 | 8:33 a.m.

ରାୟଗଡା : ପୂର୍ବତନ ମନ୍ତ୍ରୀ ଡମ୍ବୁରୁଧର ଉଲ୍ଲକାଙ୍କ ଭୁବନେଶ୍ବର କେୟାର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟ ।  ଅସୁସ୍ଥତା କାରଣରୁ ସେ ଦୀର୍ଘ ଦିନ ହେବ ଚିକିତ୍ସିତ ହେଉଥିଲେ। କଂଗ୍ରେସ ସରକାର ସମୟରେ ସେ ୫ ଥର ବିଧାୟକ ଏବଂ ୩ ଥର ମନ୍ତ୍ରୀ ଥିଲେ ।

ଅଧିକ ପଢନ୍ତୁ ଓଡିଶା ଖବର

ତାଙ୍କ ନିଜ ଘର ବିସମକଟକ ବିଧାନସଭା ମଣ୍ଡଳୀ ଅନ୍ତର୍ଗତ କଲ୍ୟାଣସିଙ୍ଗପୁରୁ ବ୍ଲକ । ୧୯୩୭ ମସିହାରେ ସେ ଜନ୍ମ ଗ୍ରହଣ କରିଥିଲେ ଏବଂ ୮୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି।

ଉଚ୍ଚ ଜୁଆର
29m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
32m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ