ବିଜେଡି ଛାଡିଲେ ପ୍ରକାଶ ବେହେରା
by Argus News
Thu, Oct 10 | 5:57 p.m.

କଟକ: ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା । ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଲେ ଇସ୍ତଫା ପତ୍ର । ଗତ ନିର୍ବାଚନରେ କଟକ ବାରବାଟୀରୁ ପ୍ରାର୍ଥୀ ହୋଇଥିଲେ । ୨୦୧୪ରେ ସାଲେପୁରରୁ କଂଗ୍ରେସ ଟିକେଟ୍‌ରେ ଜିତିଥିଲେ ପ୍ରକାଶ । ରାଷ୍ଟ୍ରୀୟ ଚିନ୍ତାଧାରାରେ ବିଶ୍ୱାସ ରଖୁଥିବା ଓ ଜନସାଧାରଣଙ୍କ ସମସ୍ୟା, ବିକାଶ ଓ ସଂଗଠନ ସହ ଯୋଡ଼ି ରହୁଥିବା ବ୍ୟକ୍ତିତ୍ଵ ଏପରି ନିଷ୍ପତ୍ତି ନେଇଛନ୍ତି ବୋଲି ନିଜ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ପ୍ରକାଶ । 

ଆହୁରି ପଢନ୍ତୁ ଓଡିଶା ଖବର...

ଯୁବଶକ୍ତି
'ସଂଘର୍ଷ ଦ୍ବାରା ନିଜ ପାଇଁ ରାସ୍ତା ନିର୍ମାଣ କରନ୍ତୁ ଯୁବଶକ୍ତି, ସଫଳତା ପାଦ ଛୁଇଁବ '
ଅର୍ଗସ ବ୍ୟୁରୋ: ସଂଘର୍ଷ ଦ୍ବାରା ନିଜ ପାଇଁ ରାସ୍ତା ନିର୍ମାଣ କରନ୍ତୁ ଯୁବଶକ୍ତି, ସଫଳତା ପାଦ ଛୁଇଁବ । ଗୁରୁବାର ଗୋରଖପୁରର ମହାରାଣା ପ୍ରତାପ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳି
ଲାଓସରେ ପ୍ରଧାନମନ୍ତ୍ରୀ
ଦୁଇ ଦିନିଆ ଭିଏତନାମା ଗସ୍ତରେ ଥିବା ପିଏମ୍ ମୋଦି
ଅର୍ଗସ ବ୍ୟୁରୋ: ଲାଓସରେ ପ୍ରଧାନମନ୍ତ୍ରୀ ମୋଦି । ଆଜି ଲାଓସରେ ପହଂଚିବାପରେ ପ୍ରଧାନମନ୍ତ୍ରୀଙ୍କ ଭବ୍ୟ ସ୍ବାଗତ କରାଯାଇଥିଲା । ଦୁଇ ଦିନିଆ ଭିଏତନାମା ଗସ୍ତରେ ଥିବା ପିଏମ୍ ମୋଦି 21ତ
SAPTAMI PUJA
ଘଣ୍ଟ ଘଣ୍ଟା ସାଙ୍ଗକୁ ପାରମ୍ପରିକ ବାଦ୍ୟରେ ପ୍ରକମ୍ପିତ ଶକ୍ତିପୀଠ
ଅର୍ଗସ ବ୍ୟୁରୋ: ଦଶଭୂଜାଙ୍କ ଆଗମନ ପାଇଁ ରାଜ୍ୟସାରା ପାର୍ବଣର ଧୁମ୍ । ଆଜି ମଣ୍ଡପେ ମାଆଙ୍କ ସପ୍ତମୀ ଓ ପୀଠରେ ମହାଅଷ୍ଟମୀ ପୂଜା ଚାଲିଛି । ଘଣ୍ଟ ଘଣ୍ଟା ସାଙ୍ଗକୁ ପାରମ୍ପରିକ ବାଦ୍ୟର