୯୫ ବର୍ଷ ବୟସରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ
by Argus News
Sun, Jun 16 | 7:17 a.m.

ଅର୍ଗସ ବ୍ୟୁରୋ:  ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ । ୯୫ ବର୍ଷ ବୟସରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ । ୨୦୦୭ ରୁ ୨୦୧୩ ଯାଏଁ ଓଡ଼ିଶାର ରାଜ୍ୟପାଳ ଥିଲେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ । ତାଙ୍କ ପରଲୋକରେ ଶୋକ ପ୍ରକାଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ କେନ୍ଦ୍ରମନ୍ତ୍ରୀ ସୋସିଆଲ ମିଡିଆ ହ୍ୟାଣ୍ଡେଲ୍ ରେ ଲେଖିଛନ୍ତି ଯେ, ଓଡ଼ିଶାର ପୂର୍ବତନ ରାଜ୍ୟପାଳ, ବିଶିଷ୍ଟ ରାଜନେତା, ଆଇନଜୀବୀ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସମାଜସେବା ସହ ଓଡ଼ିଶାରେ ତାଙ୍କ କାର୍ଯ୍ୟକାଳରେ ହୋଇଥିବା କାମ ଗୁଡିକ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

 

SPECIAL MARRIAGE
5m ago
ନିଆରା ବାହାଘର, ଏଇଠି ଝିଅ ନୁହେଁ ପୁଅ ଯାଏ ଶାଶୂଘର
ଅର୍ଗସ ବ୍ୟୁରୋ: ଭାରତ ଏମିତି ଏକ ଦେଶ ଯେଉଁଠି ପ୍ରତି ରାଜ୍ୟ କାହିଁକି ବରଂ ପ୍ରତି ଜିଲ୍ଲାରେ କିଛି ନା କିଛି ପରମ୍ପରା ରହିଛି । ପୂର୍ବପୁରୁଷଙ୍କ ଦ୍ଵାରା ଆରମ୍ଭ ହୋଇଥିବା ପରମ୍ପରାକୁ ଆଜ
NAVEEN PATNAIK
9m ago
ସ୍ଥିତି ସମ୍ଭାଳିବାକୁ ନବୀନ ଡାକିଲେ ମିଟିଂ, ସବୁ ଓଲଟପାଲଟ ହେଲା...
ଅର୍ଗସ ବ୍ୟୁରୋ: ୨୪ ବର୍ଷର ଶାସନ ପରେ ଶାସକ ଦଳରୁ ଯାଇ ବିରୋଧୀ ଦଳରେ ବସିଲା ବିଜେଡି । କ୍ଷମତା ଚାଲିଯିବା ପରେ ଏବେ ଚିନ୍ତାରେ ନେତା ଓ କର୍ମୀ । କାରଣ ନିର୍ବାଚନରେ ବିଜେଡି ହାରିବା ପର
ଯକୃତ
11m ago
ଦେଶରେ ୬୬ ପ୍ରତିଶତ ମୃତ୍ୟୁର କାରଣ ଯକୃତ
ଅର୍ଗସ ବ୍ୟୁରୋ: ଦେଶରେ ୬୬ ପ୍ରତିଶତ ମୃତ୍ୟୁର କାରଣ ଯକୃତ । ଭାରତରେ ମୁଖ୍ୟତଃ ମେଦବହୁଳତା ସମସ୍ୟା ଯୋଗୁଁ ଅଣସଂକ୍ରାମକ ରୋଗ ଓ ମୃତ୍ୟୁ ବଢିବାରେ ଲାଗିଛି । ଏଥିରେ ଯକୃତ ସ୍ବାସ୍ଥ୍ୟ ଏ