ପରଲୋକରେ ବରିଷ୍ଠ ସ୍ୱାଧୀନତା ସଂଗ୍ରାମୀ
by Argus News
Sat, Jan 27 | 11:00 a.m.

ଅର୍ଗସ ବ୍ୟୁରୋ : ନୀଳଗିରି ବ୍ଲକ ନରସିଂହପୁର ପଂଚାୟତର ଗର୍ବ ଆଉ ଗୌରବ ବରିଷ୍ଠ ସ୍ୱାଧୀନତା ସଂଗ୍ରାମୀ ଅନନ୍ତଚରଣ ଖଟୁଆ ଆଜି ୯୬ ବର୍ଷ ବୟସରେ ଇହଧାମ ତ୍ୟାଗ କରିଛନ୍ତି। ଶରୀର ଅସୁସ୍ଥତା କାରଣରୁ ରୋଗ ଶଯ୍ୟାରେ ଥିଲେ।

ସ୍ୱାଧୀନତା ସଂଗ୍ରାମରେ ସଂଗ୍ରାମ କରି ଜେଲ କାରାବରଣ କରିଥିଲେ। ଖବର ପାଇ ନୀଳଗିରି ବିଧାୟକ ସୁକାନ୍ତ ନାୟକ ତାଙ୍କ ବାସଭବନରେ ପହଞ୍ଚି ମର ଶରୀରରେ ଜାତୀୟ ପତାକା ଦେଇ ପୁଷ୍ପମାଲ୍ୟ ଦେଇ ସ୍ୱାଧୀନତା ସଂଗ୍ରାମୀଙ୍କୁ ରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରିଛନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର

ILLEGAL MINING
23m ago
ବେଆଇନ୍ ଖଣି ଉତ୍ତୋଳନ ନେଲା ୩ ଶ୍ରମିକଙ୍କ ଜୀବନ
ଅର୍ଗସ ବ୍ୟୁରୋ: ୩ ପରିବାରର ଖଣି ଲୁଟର ଶିକାର ଗରିବ ଶ୍ରମିକ । ଡଙ୍କାରୀରେ ବେଆଇନ୍ ଖଣି ଉତ୍ତୋଳନ ନେଲା 3 ଶ୍ରମିକଙ୍କ ଜୀବନ । 3 ଦିନ ପୂର୍ବରୁ ଜଣେ ଶ୍ରମିକଙ୍କ ମୃତ୍ୟ
SECOND
ଶନିବାର ଥମିଛି ପ୍ରଚାର, ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଶନିବାର ଥମିଛି ପ୍ରଚାର । ସମସ୍ତ ବଳ ଲଗାଇ ଦେଇଛନ୍ତି ପ୍ରାର୍ଥୀ । ଜନତାଙ୍କ ମନ ଜିତିବା ସହ ବିକାଶ ଓ ନି
LOW PRESSURE
ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା, ପାଣିପାଗ ବିଭାଗର ସୂଚନା
ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲ