ଜୁଲାଇ ୮ରୁ ହୋଇପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି କାମ
by Argus News
Wed, Jul 03 | 7:13 a.m.

ଅର୍ଗସ ବ୍ୟୁରୋ: ଜୁଲାଇ 8ରୁ ହୋଇପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି କାମ।  ଜୁଲାଇ 8ରୁ 27 ତାରିଖ ଯାଏ ରତ୍ନ ଭଣ୍ଡାର ଗଣତି କାମ ହେବା ସମ୍ଭାବନା ରହିଛି। ଏହା ପୂର୍ବରୁ 5 ତାରିଖରେ ବସିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ତଦାରଖ କମିଟି ବୈଠକ । ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ରତ୍ନଭଣ୍ଡାର ଯାଞ୍ଚ୍ କମିଟିର ଅଧ୍ୟକ୍ଷ ଜଷ୍ଟିସ ଅରଜିତ୍ ପଶାୟତ ଆସନ୍ତା ୪ତାରିଖରେ ଓଡ଼ିଶା ଆସୁଛନ୍ତି। ୫ତାରିଖରେ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ବସିବ। ଯଦି କମିଟିର ସହମତି ହୁଏ ତା’ହେଲେ ୮ତାରିଖରୁ ରତ୍ନଭଣ୍ଡାର ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହେବ। ଜୁଲାଇ ୮ରୁ ୨୭ତାରିଖ ପର୍ଯ୍ୟନ୍ତ ପ୍ରାୟ ୧୯ଦିନ ଧରି ରତ୍ନଭଣ୍ଡାର ଯାଞ୍ଚ, ମରାମତି ଓ ଅଳଙ୍କାର ଗଣନା କରାଯାଇପାରେ। ଯାହାର ଅପେକ୍ଷା ଥିଲା ଶେଷରେ ତାହା ପୂରଣ ହେବାକୁ ଯାଉଛି। ଶ୍ରଦ୍ଧାଳୁ ମଧ୍ୟ ଅପେକ୍ଷାର ସହ ଅନାଇବସିଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ବିଶ୍ୱ ବିଜେତା
ବିଶ୍ୱ ବିଜେତା ଭାରତୀୟ ଦଳକୁ ମିଳିଲା ମାଳଦ୍ୱୀପର ନିମନ୍ତ୍ରଣ
ଅର୍ଗସ ବ୍ୟୁରୋ: ଟି-୨୦ କ୍ରିକେଟ ବିଶ୍ବକପ ବିଜେତା ଭାରତୀୟ ଦଳକୁ ମାଳଦ୍ବୀପ ଆମନ୍ତ୍ରଣ କରାଯାଇଛି। ଭାରତର ବିଶ୍ବକପ ବିଜୟକୁ ସେଲିବ୍ରେଟ କରିବାପାଇଁ ମାଳଦ୍ବୀପର ପର୍ଯ୍ୟଟନ ବିଭାଗ
ଆସନ୍ତା ୧୯ ଓ ୨୦ରେ
ଆସନ୍ତା ୧୯ ଓ ୨୦ରେ ପୁରୀରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ହେବା ନେଇ ସୂଚନା
ଅର୍ଗସ ବ୍ୟୁରୋ: ସଂଗଠନ ଉପରେ ଅଧିକ ଗୁରୁତ୍ୱ ଦେଉଛି ବିଜେପି। ରାଜ୍ୟରେ ସରକାର ଗଠନ କରିବା ପରେ ବିଜେପି ପ୍ରଥମ କାର୍ଯ୍ୟକାରିଣୀ ବୈଠକ କରିବାକୁ ଯାଉଛି । ପୁରୀରେ ଆସନ୍ତା ୧୯ ଓ ୨୦ ତାରିଖର
ଶ୍ରୀଲଙ୍କା କ୍ରିକେଟ୍
ଶ୍ରୀଲଙ୍କା କ୍ରିକେଟ୍ ଦଳର କୋଚ୍ ହେବେ ସନଥ ଜୟସୁରିୟା
ଅର୍ଗସ ବ୍ୟୁରୋ: ଟି-୨୦ ବିଶ୍ବକପ ୨୦୨୪ରେ ନିରାଶ ଜନକ ପ୍ରଦର୍ଶନ ପରେ ଶ୍ରୀଲଙ୍କାର ମୁଖ୍ୟ କୋଚ କ୍ରିସ ସିଲଭରଉଡ ବ୍ୟକ୍ତିଗତ କାରଣ ଦର୍ଶାଇ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନ ନେବାକ