ନୂଆଦିଲ୍ଲୀ ଜୁହାର ପରିବାର ପକ୍ଷରୁ "ନୂଆଁଖାଇ ପରବ ଆରମ୍ଭ
by Argus News
Sat, Sep 21 | 7:59 p.m.

ଅର୍ଗସ ବ୍ୟୁରୋ: ନୂଆଦିଲ୍ଲୀରେ ନୂଆଁଖାଇ ପରବ। ନୂଆଦିଲ୍ଲୀ ଜୁହାର ପରିବାର ପକ୍ଷରୁ "ନୂଆଁଖାଇ ପରବ ଆରମ୍ଭ ହୋଇଛି । ଏଥିରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସାଙ୍ଗରେ ଥିଲେ ତାଙ୍କ ପତ୍ନୀ ମୃଦୁଳା ଠାକୁର ପ୍ରଧାନ । କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀଙ୍କୁ ଜୋରଦାର ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା ।  ଜବାହାରଲାଲ୍ ନେହରୁ ଷ୍ଟାଡିୟମର wait lifting ଅଡିଟୋରିୟମ ପୁରା ସମ୍ବଲପୁରୀ ନାଚ, ଗୀତରେ ଦୁଲୁକୁଥିଲା । ଏ କାର୍ଯ୍ୟକ୍ରମ ୨ ଦିନ ଧରି ଚାଲିବ ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...

ILLEGAL
ମହାରାଷ୍ଟ୍ର ଧରାବୀ ବସ୍ତିରେ ବେଆଇନ ମସଜିଦ ନିର୍ମାଣକୁ ନେଇ ବଢୁଛି ବିବାଦ
ଅର୍ଗସ ବ୍ୟୁରୋ: ହିମାଚଳ ପ୍ରଦେଶ ସଂଜୌଲୀ ମସଜିଦ ବିବାଦ ଥମିନଥିବାବେଳେ ମହାରାଷ୍ଟ୍ର ଧରାବୀ ବସ୍ତିରେ ବେଆଇନ ମସଜିଦ ନିର୍ମାଣକୁ ନେଇ ବଢୁଛି ବିବାଦ । କୋର୍ଟଙ୍କ ନିର୍ଦ୍ଦେଶ ପର
J&K
ନିର୍ବାଚନ ରାଲିରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବଡ଼ ଘୋଷଣା
ଅର୍ଗସ ବ୍ୟୁରୋ: ଜମ୍ମୁ କାଶ୍ମୀରକୁ ପୁଣିଥରେ ଆତଙ୍କବାଦୀଙ୍କ ଆଡ୍ଡା କରିବାକୁ ଚାହାନ୍ତି ଅବଦୁଲ୍ଲା, ମୁଫତି ଓ ଗାନ୍ଧି ପରିବାର । ତୁଷ୍ଟିକରଣ ରାଜନୀତି କରି ଭୂସ୍ବର୍ଗକୁ ନର୍
POLICE STATION
ଭରତପୁର ଥାନାରେ ମେଜର୍ ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ୍ ନିର୍ଯାତନା ଘଟଣା
ଅର୍ଗସ ବ୍ୟୁରୋ: ଭରତପୁର ଥାନାରେ ମେଜର୍ ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ୍ ନିର୍ଯାତନା ଓ ବର୍ବରତା ଘଟଣା । ପୂର୍ବ ସରକାର ଉପରେ ବର୍ଷିଲେ ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ