ଫିକା ପଡିପାରେ ଗଣେଶ ପୂଜା, ଆସନ୍ତା ୭ ଦିନ ପ୍ରବଳ ବର୍ଷା
by Argus News
Fri, Sep 06 | 8:17 a.m.

ଅର୍ଗସ ବ୍ୟୁରୋ : ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ରାଜ୍ୟରେ ବର୍ଷା ପରିମାଣ  ବଢିବ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ।  ପ୍ରଭାବରେ ଆସନ୍ତା ୭ ଦିନ ଯାଏ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା। ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କିଛି ସ୍ଥାନରେ ୫ ଦିନ ଯାଏ ପ୍ରବଳ ରୁ ଅତିପ୍ରବଳ ବର୍ଷାର ସମ୍ଭାବନା। ବର୍ଷା ଯୋଗୁଁ ଫିକା ପଡିପାରେ ଗଣେଶ ପୂଜା। ଲଘୁଚାପ ପ୍ରଭାବରେ ବିଶେଷ କରି ଭିଜିବ ଉପକୂଳ ଓଡ଼ିଶା ।

ଅଧିକ ପଢନ୍ତୁ : ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲା କୋରାପୁଟ, ରାୟଗଡା, ମାଲକାନଗିରି, ଗଂଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି  ଓ  ନବରଙ୍ଗପୁରକୁ ୟେଲୋ  ୱାର୍ଣ୍ଣିଙ୍ଗ  ଜାରି କରିଛି  ପାଣିପାଗ ବିଭାଗ । ଲଘୁଚାପଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡିଶା  ଉପକୂଳ ପାଶ୍ବବର୍ତୀ ଅଂଚଳରେ ସୃଷ୍ଟି ହୋଇଛି। ପରେ ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗରେ ଗତି କରିବ।

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ