କଂଗ୍ରେସ ଛାଡିଲେ ଗଣେଶ୍ୱର ବେହେରା
by Argus News
Tue, Apr 02 | 8:55 a.m.

ଅର୍ଗସ ବ୍ୟୁରୋ: ନିର୍ବାଚନ ଯେତିକି ପାଖଉଛି ରାଜ୍ୟ ରାଜନୀତି ସେତେ ସରଗରମ ହେଉଛି । ରାଜ୍ୟରେ ଦଳଡିଆଁ ରାଜନୀତି ଚାଲିଛି । ଗୋଟିଏ ଦଳ ଛାଡି ଅନ୍ୟ ଦଳରେ ସାମିଲ ହେଉଛନ୍ତି ନେତା । କିଏ ଟିକେଟ୍ ଆଶାରେ ଅନ୍ୟ ଦଳରେ ସାମିଲ ହେଉଛି ତ ଆଉ କିଏ ଦଳରେ ଅଲୋଡା ହୋଇ ଦଳ ଛାଡୁଛି । ଆଉ ଏହାରି ଭିତରେ ଆଉ ଜଣେ ବରିଷ୍ଠ ନେତା କଂଗ୍ରେସ ଦଳ ଛାଡିବା ଘଟଣା ସାମ୍ନାକୁ ଆସିଛି ।

କଂଗ୍ରେସ ଛାଡିଛନ୍ତି ବରିଷ୍ଠ ନେତା ଗଣେଶ୍ୱର ବେହେରା । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ପିସିସି ସଭାପତିଙ୍କୁ ଏନେଇ ଇସ୍ତଫାପତ୍ର ପଠାଇଛନ୍ତି । ତେବେ ଗଣେଶ୍ୱର ବେହେରା ଦଳ ଛାଡିବା ପରେ ତାଙ୍କର ଆଗାମୀ ପଦକ୍ଷେପ କଣ ରହିବ ତା’ଉପରେ ନଜର।

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ