୭ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ
by Argus News
Fri, Feb 16 | 9:42 a.m.

କଟକ :  ବର୍ବରତାର ଟପିଲା ସବୁ ସୀମା । ଚିକିତ୍ସା କରେଇଦେବା କହି ନାବାଳିକାକୁ କଲେ ଗଣଦୁଷ୍କର୍ମ। କଟକ ମଧୁପାଟଣା ଥାନା ଅଞ୍ଚଳରେ ଏପରି ଲଜ୍ଜାଜନକ ଘଟଣା ଦେଖିବାକୁ ମିିଛି । ୭ ବର୍ଷର ନାବାଳିକାକୁ ଗଣ ଦୁଷ୍କର୍ମ ଅଭିଯୋଗ ହୋଇଛି  । ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୀଡ଼ିତାକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୀଡ଼ିତା ଜଣଙ୍କ ତାର ସାଙ୍ଗ ସହିତ ପୋପୋରଡାକୁ ସାଇକେଲରେ ବୁଲିବାକୁ ଯାଇ ଫେରୁଥିବା ବେଳେ, ପଡିଯାଇଥିଲା ।

ଅଧିକ ପଢନ୍ତୁ ଅପରାଧ ଖବର

ତାର କ୍ଷତକୁ ଦେଖି ସାଙ୍ଗମାନେ ଭୟଭୀତ ହୋଇ ସେଠାରେ ତାକୁ ଛାଡି ଚାଲି ଯାଇଥିଲେ । ନାବାଳିକାକୁ ଏକୁଟିଆ ପାଇ କିଛି ଯୁବକ ଚିକିତ୍ସା କରାଇବାକୁ କହି ପାଖରେ ଥିବା ଏକ ବୁଦାଳିଆ ସ୍ଥାନକୁ ନେଇ ଗଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ