ଜୟପୁର ପାଇଁ ପ୍ରାର୍ଥୀ ହେଲେ ଗୌତମ ସାମନ୍ତରାୟ
by Argus News
Sun, Apr 21 | 8:43 p.m.

ଭୁବନେଶ୍ୱର:  ଜୟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ଜୟପୁରରୁ ଗୌତମ ସାମନ୍ତରାୟଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି। ୨୦୧୯ରେ  ମଧ୍ୟ ଗୌତମ ସାମନ୍ତରାୟଙ୍କୁ  ପ୍ରାର୍ଥୀ କରିଥିଲା ବିଜେପି।  ୨୦୧୯ରେ ୩୩,୮୦୫ ଖଣ୍ଡ ଭୋଟ ପାଇଥିଲେ ଗୌତମ । 

 ତେବେ  ଜୟପୁରରେ ତ୍ରିମୁଖୀ ଲଢ଼େଇ ନେଇ ଚିତ୍ର ସ୍ପଷ୍ଟ ହୋଇଛି । ବିଜେଡିରୁ ଇନ୍ଦିରା ନନ୍ଦ ଓ କଂଗ୍ରେସରୁ ତାରା ବାହିନୀପତି ପ୍ରାର୍ଥୀ ହୋଇଛନ୍ତି । ଗୌତମ-ଇନ୍ଦିରା-ତାରାଙ୍କ ମଧ୍ୟରେ ହେବ  ଲଢ଼େଇ । ଦୀର୍ଘ ଦିନ ହେବ ଗୌତମ ଜୟପୁରରେ ବିଜେପି ସଂଗଠନ କରିଛନ୍ତି । ଜୟପୁର ରାଜନୀତିର ଜଣେ ଚର୍ଚ୍ଚିତ  ଚେହେରା ହେଉଛନ୍ତି ଗୌତମ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ