ପୁଣି ବୋରୱେଲରେ ଖସିଲା ଶିଶୁ
by Argus News
Mon, Jan 01 | 8:31 p.m.

ଅର୍ଗସ ବ୍ୟୁରୋ : ପୁଣି ବୋରୱେଲରେ ଖସିଲା ଶିଶୁ । ଦେଶରେ ଦିନକୁ ଦିନ ବଢି ଚାଲିଛି ଏଭଳି ଘଟଣା । ଆଜି ପୁଣି ଗୁଜରାଟ ଦ୍ୱାରକାରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦ୍ୱାରକାର ରଣ ଗାଁରେ ଅଢେଇ ବର୍ଷର ଶିଶୁ କନ୍ୟାଟି ବୋରୱେଲରେ ଖସି ପଡ଼ିଛି । ଖେଳୁଥିବା ସମୟରେ ଶିଶୁଟି ବୋରୱେଲରେ ଖସିପଡ଼ିଛି । ଶିଶୁଟିକୁ ସୁରକ୍ଷିତ ଉଦ୍ଧାର କରିବାକୁ ଯୁଦ୍ଧାକାଳୀନ ଭିତ୍ତିରେ ପ୍ରୟାସ କରାଯାଉଛି । ତେବେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନିତ କରିବା ପାଇଁ ଘଟଣାସ୍ଥଳରେ ସେନାର ଯବାନମାନେ ପହଞ୍ଚିଛନ୍ତି ।

ଅଧିକ ପଢନ୍ତୁ ଭାରତ ଖବର

SHREE MANDIR
ଅନ୍ଧାରରେ ଶ୍ରୀମନ୍ଦିର, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
ଅର୍ଗସ ବ୍ୟୁରୋ : ଅନ୍ଧାରରେ ଶ୍ରୀମନ୍ଦିର । ଅନ୍ଧାରରେ ଶ୍ରଦ୍ଧାଳୁ । ପ୍ରାୟ ୧୫ ମିନିଟ୍ ଲାଇନ୍ କଟିବା ଯୋଗୁଁ ଶ୍ରୀମନ୍ଦିର ଭିତରେ ଅନ୍ଧାର । ପାୱର ଟ୍ରିପ୍ ଯୋଗୁଁ ଅନ୍ଧାର ହୋଇଥିବା ସୂଚନା
AAP LEADER
ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହାଜତ ମେ’ ୨୧ ପର୍ଯ୍ୟନ୍ତ ବୃଦ୍ଧି
ଅର୍ଗସ ବ୍ୟୁରୋ : ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି । ଦିଲ୍ଲୀ ମଦ ଦୁର୍ନୀତି ମାମଲା ମାମଲାରେ ଗିରଫ ସିସୋଦିଆଙ୍କ ଜେଲ୍ ଅବଧି ମେ ୨୧ ଯାଏ ବୃଦ୍ଧି କରିଛନ୍ତି କୋର୍ଟ
BJP
ବିଜେପି ପ୍ରାର୍ଥୀଙ୍କୁ ପଦ୍ମ ଫୁଲରେ ଭୋଟ୍ ଦେବା ପାଇଁ କଲେ ନିବେଦନ
ଅର୍ଗସ ବ୍ୟୁରୋ : ଦେବଗଡ ସମେତ ଓଡ଼ିଶାରେ ରେଳ ଲାଇନ କାମରେ ଜମି ଅଧିଗ୍ରହଣରେ ରାଜ୍ୟ ସରକାର ବାଧକ ସାଜିଛନ୍ତି । ଓଡ଼ିଶାରେ ବିଜେପି ସରକାର ଆସିଲେ ଜମି ଅଧିଗ୍ରହଣ ସମସ୍ୟା ରହିବ ନାହିଁ । ଏଠାର