୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟ: ରାଜ୍ୟପାଳ
by Argus News
Mon, Jul 22 | 11:46 a.m.

ଅର୍ଗସ ବ୍ୟୁରୋ: ଆରମ୍ଭ ହେଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଓଡିଶା ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣରୁ ଆରମ୍ଭ ହେଇଛି ।  

ସୂଚନାଯୋଗ୍ୟ ଯେ, ଆଜିଠାରୁ ଆରମ୍ଭ ହେଇଛି ବିଧାନସଭାରେ ବଜେଟ୍ ଅଧିବେଶନ। ବିଜେପି ରାଜ୍ୟରେ କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ମୋହନ ସରକାର। ଆସନ୍ତା ୨୫ ତାରିଖରେ ଅର୍ଥମନ୍ତ୍ରୀ ଭାବେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

* ମହିଳା ଭୂମିହୀନ କୃଷକଙ୍କୁ ପ୍ରୋତ୍ସାହିତ କରିବେ ସରକାର
* ବଲାଙ୍ଗୀର କଳାହାଣ୍ଡି ବରଗଡ଼ ଓ ନୂଆପଡାରେ 10 ଟି ଜଳ ସେଚନ ପ୍ରକଳ୍ପକୁ ସମ୍ପୂର୍ଣ କରାଯିବ
* ଭାରତବର୍ଷରେ ଓଡିଶା ହେବ ବାଜରା ହବ। ବାଜରା ଜାତୀୟ ଶସ୍ୟ ଉତ୍ପାଦନ ପାଇଁ ଓ ବ୍ୟବହାର ବୃଦ୍ଧି ପାଇଁ ପଦକ୍ଷେପ। ସରକାରୀ କ୍ୟାଣ୍ଟିନ ଓ ବିଦ୍ୟାଳୟରେ ବାଜରା ପ୍ରଚଳନ ପାଇଁ ପଦକ୍ଷେପ ନିଆଯିବ ବୋଲି ରାଜ୍ୟପାଳ କହିଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ