ବଡଠାକୁର ବଳଭଦ୍ର ପଡିଯିବା ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
by Argus News
Wed, Jul 10 | 9:16 a.m.

ଅର୍ଗସ ବ୍ୟୁରୋ: ବଡ ଠାକୁର ବଳଭଦ୍ର ପଡିଯିବା ଘଟଣା । ଘଟଣା ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ତୁରନ୍ତ ପଦକ୍ଷେପ ନେବାକୁ ଦେଲେ ନିର୍ଦ୍ଦେଶ ଦେଇଛନ୍ତି । ପୁରୀ ଯାଇ ଉପଯୁକ୍ତ ପଦକ୍ଷେପ ନେବାକୁ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । 

ଗତକାଲି ଆଡପ ମଣ୍ଡପ ବିଜେ ସମୟରେ ବଡ ଅଘଟଣ ଘଟିଥିଲା। ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ସମୟରେ ଚାରମାଳରୁ ଖସି ପଡିଥିଲେ ପ୍ରଭୁ । ପ୍ରଭୁ ବଳଭଦ୍ର ଖସିପଡିବାରୁ ୫ଜଣ ସେବାୟତ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ସମସ୍ତେ ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା