ଦେବାଶିଷ ସାମନ୍ତରାୟଙ୍କ ମନ୍ତବ୍ୟକୁ କଟାକ୍ଷ କଲା ବିଜେପି
by Argus News
Sun, Sep 22 | 3:57 p.m.

ଅର୍ଗସ ବ୍ୟୁରୋ: ଦେବାଶିଷଙ୍କ ମନ୍ତବ୍ୟକୁ କଟାକ୍ଷ କଲେ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର । ଦେବାଶିଷ ଦିନରେ ଶୋଇ ସ୍ବପ୍ନ ଦେଖୁଛନ୍ତି । ତାଙ୍କୁ ଉପଦେଶ ଏମିତି ସ୍ୱପ୍ନ ଦେଖିବା ବନ୍ଦ କରନ୍ତୁ । 24 ବର୍ଷରେ ବିଜେଡି ଯାହା କରି ନଥିଲା 100 ଦିନରେ ବିଜେପି ସରକାର ତାହା କରି ଦେଖାଇଛନ୍ତି । ଏହି ସଫଳତା ବିଜେଡି ନେତାଙ୍କୁ ହଜମ ହେଉନି ।

ସେଥିପାଇଁ ଏମିତି  ପାଗଳର ପ୍ରଳାପ କରୁଛନ୍ତି । ଓଡିଶା ପ୍ରଗତି ଆଡକୁ ଗତି କରୁଛି । ଦିନରେ ସ୍ବପ୍ନ ଦେଖିବା ବନ୍ଦ କରି ବାସ୍ତବତାକୁ ଆସନ୍ତୁ । ବିଜେଡିରୁ ଜଣକ ପରେ ଜଣେ ବିଜେପିକୁ ଆସୁଛନ୍ତି । ବିଜେଡିର ଘର ଖାଲି ହୋଇଗଲାଣି । ତେଣୁ ଏଭଳି ମନ୍ତବ୍ୟ ଦେଇ କର୍ମୀଙ୍କୁ ବଳ ଦେବାକୁ ଚେଷ୍ଟା କରୁଛନ୍ତି । ଯେଉଁଥିରେ ସଫଳ ହେବେ ନାହିଁ ବୋଲି କହିଛନ୍ତି  ଗୋଲକ ମହାପାତ୍ର । 

ଆହୁରି ପଢନ୍ତୁ ଓଡିଶା ଖବର...
 

ଲିଜେଣ୍ଡସଙ୍କ ଜଲୱା
ଯୋଧପୁରରେ ଲିଜେଣ୍ଡସଙ୍କ ଜଲୱା, ବ୍ଲୁ ସିଟିରେ ଜୟ ଜୟ କାର
ଅର୍ଗସ ବ୍ୟୁରୋ: ବ୍ଲୁ ସିଟିରେ ଜୟ ଜୟ କାର। ପଠାନ ବ୍ରଦର୍ସଙ୍କ ସହ କୋଣାର୍କ ସୂୟାଜ୍ ଓଡିଶାକୁ ସପୋର୍ଟ କରିବାକୁ ବରଖୁତୁଲ୍ଲା ଖାନ ଷ୍ଟାଡିଅମରେ ପହଂଚିଥିଲେ ବହୁ ସଂଖ୍ୟାରେ ଫ୍ୟାନ
ଓଡ଼ିଆ ଅସ୍ମିତା
ଆମେରିକାରେ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ
ଅର୍ଗସ ବ୍ୟୁରୋ: ଆମେରିକାରେ ଝଲସିଲା ଓଡ଼ିଆ ଅସ୍ମିତା । କୋଣାର୍କର ଦୃଶ୍ୟ, କୋଣାର୍କ ଚକ ସାଙ୍ଗକୁ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆମେରିକାର
STORY
Speed 10: ଜାଣନ୍ତୁ ଦିନର ବଡ ଖବର...
ଅର୍ଗସ ବ୍ୟୁରୋ: ଜାଣି ରଖନ୍ତୁ ଆଜି ଦିନର ବଡ ଖବର... () କେନ୍ଦୁଝରରୁ ବିଜେଡିକୁ ସିଧାସଳଖ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ...କହିଲେ ଭୋଟ ରାଜନୀତି ପାଇଁ ଜଗନ୍ନାଥଙ୍କୁ ବ୍ୟବହା