୮ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସୁନା ଗହଣା ଲୁଟି ନେଲେ ଦୁର୍ବୃତ୍ତ
by Argus News
Sun, Apr 07 | 9:08 a.m.

ଅର୍ଗସ ବ୍ୟୁରୋ:  ବାଲେଶ୍ୱରରେ ମାତିଲେ ଲୁଟେରା । ସିଂଲା ଥାନା ଅନ୍ତର୍ଗତ ନାଇକୁଡିରେ ଲୁଟ୍ । ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ଗୁଳି ମାରି 8 ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସୁନା ଗହଣା ଲୁଟି ନେଲେ ଦୁର୍ବୁର୍ତ୍ତ । ସିଂଲା ଥାନା ଅନ୍ତର୍ଗତ ନାଇକୁଡି ଗ୍ରାମର ଗହଣା ଦୋକାନୀ କାହ୍ନୁ ଚରଣ କାମିଳାଙ୍କ ଠାରୁ ଲୁଟ । ପଲସର ବାଇକରେ 6 ଜଣ ଦୁର୍ବୃତ୍ତ ଆସି ଆକ୍ରମଣ କରି ଗହଣା ଭର୍ତ୍ତି ବ୍ୟାଗ ଝାମ୍ଫି ନେଇ ଫେରାର ହୋଇଯାଇଛନ୍ତି । ଗୋଟିଏ ଗୁଳି ଜବଦ କରିଛି ପୋଲିସ ।ଘଟଣା ସ୍ଥଳରେ ସିଂଲା ପୋଲିସର ତଦନ୍ତ ଜାରି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ