ପ୍ୟାରିସ ଅଲମ୍ପିକ୍ସ ଫାଇନାଲରେ ଗୋଲ୍ଡେନ୍ ବୟ ନୀରଜ ଚୋପ୍ରା
by Argus News
Tue, Aug 06 | 4:11 p.m.

ଅର୍ଗସ ବ୍ୟୁରୋ:ପ୍ୟାରିସ ଅଲମ୍ପିକ୍ସ କମାଲ ଦେଖାଇଛନ୍ତି ଗୋଲ୍ଡେନ୍ ବୟ ନୀରଜ ଚୋପ୍ରା,ଫାଇନାଲରେ କରିଛନ୍ତି ପ୍ରବେଶ । ସେ ପ୍ରଥମ ପ୍ରୟାସରେ ୮୯.୩୪ ମିଟର ଦୂରତାକୁ ଜାଭେଲିନ ଫିଙ୍ଗି ଫାଇନାଲ ଟିକେଟ ହାତେଇଛନ୍ତି। ତାଙ୍କ ଠୁ ପୁଣି ସ୍ବର୍ଣ୍ଣ ଆଶା ରହିଛି। ଚଳିତ ଋତୁରେ ଏହା ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ଥିଲା।ଚୋପ୍ରା ଯଦି ସ୍ୱର୍ଣ୍ଣ ପଦକ ଜିତିବେ ତେବେ ସେ ଅଲିମ୍ପିକ୍ସ ଇତିହାସରେ ପଞ୍ଚମ ଖେଳାଳି ଭାବେ ଟାଇଟଲ ବଜାୟ ରଖିବେ । 

ଲଘୁଚାପ ସୃଷ୍ଟି
8m ago
୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା
ଅର୍ଗସ ବ୍ୟୁରୋ : ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡମାନ ସାଗରରେ ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ ।ଏହାର ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା
ନାବାଳକ
28m ago
୧୧ ବର୍ଷ ନାବାଳକର ମୃତ ଦେହ ଉଦ୍ଧାର, ବଳି ଦିଆଯାଇଥିବା ସନ୍ଦେହ
ବଲାଙ୍ଗୀର : ୧୧ ବର୍ଷର ନାବାଳକକୁ ବଳି । ଏଭଳି ସାଘାଂତିକ ଅଭିଯୋଗ ଆସିଛି ବଲାଙ୍ଗୀର ଜିଲ୍ଲା ଜଳପାକେର ଗାଁରୁ । ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଛି । ଅଭିଯୁକ୍ତକୁ ଗିରଫ ଦାବିରେ ଗ୍ରାମବାସ
CHOLESTEROL
56m ago
କୋଲେଷ୍ଟ୍ରଲ କମାଇବା ପାଇଁ କେଉଁ ରୁଟି ଖାଇବା?
ଅର୍ଗସ ବ୍ୟୁରୋ: ଆଜିକାଲି ସମସ୍ତେ ଖରାପ ଜୀବନଶୈଳୀ ହେତୁ ଅନେକ ପ୍ରକାରର ରୋଗରେ ପଡୁଛନ୍ତି । ଜୀବନଶୈଳୀ ସମ୍ବନ୍ଧୀୟ ରୋଗ ମଧ୍ୟରେ ମୋଟାପଣ ହେଉଛି ସବୁଠାରୁ ବଡ ସମସ୍ୟା ଯାହା ଅନ୍ୟ ବିପଜ୍ଜନ