ଖୁସି ଖବର; ୟୁପିଆଇ କାରବାର ସୀମା 1 ଲକ୍ଷରୁ 5 ଲକ୍ଷକୁ ବୃଦ୍ଧି
by Argus News
Fri, Dec 08 | 2:36 p.m.

ଅର୍ଗସ ବ୍ୟୁରୋ:  ଦେଶରେ UPI ୟୁଜର୍ସଙ୍କ ପାଇଁ ଖୁସି ଖବର । ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡଆ UPI ପେମେଣ୍ଟ ଟ୍ରାନଜାକସନ୍ ର ପରିମାଣ ବୃଦ୍ଧି କରିବାର ନିଷ୍ପତ୍ତି ନେଇଛନ୍ତି । ସ୍ୱାସ୍ଥ୍ୟସେବା ଏବଂ ଶିକ୍ଷା ଦେୟ ପାଇଁ ଆରବିଆଇ ୟୁପିଆଇ କାରବାର ସୀମାକୁ 1 ଲକ୍ଷରୁ 5 ଲକ୍ଷ ଟଙ୍କାକୁ ବୃଦ୍ଧି କରିଛି । ତେବେ ଅନ୍ୟ କିଛି କ୍ଷେତ୍ରରେ UPI ପେମେଣ୍ଟ ଟ୍ରାନଜାକସନ୍ ସୀମା ପୂର୍ବପରି ୧ ଲକ୍ଷରେ ସୀମିତ ରହିଛି । 

ଆରବିଆଇ ଗଭର୍ଣ୍ଣର ଶକ୍ତି କାନ୍ତ ଦାସ୍ ଦେଶର ମନିଟାରି ପଲିସି ସମ୍ବନ୍ଧିୟ ବୈଠକରେ ଏହି ଘୋଷଣା କରିଛନ୍ତି । ଏହା ସହିତ ଲଗାତାର ୫ମ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌ ‌। ୬.୫%ରେ ରେପୋ ରେଟ ଅପରିବର୍ତ୍ତିତ ରହିବା ସହିତ  ଷ୍ଟାଣ୍ଡିଂ ଡିପୋଜିଟ ସୁବିଧା ହାର ୬.୨୫ % ଏବଂ ମାର୍ଜିନାଲ ଷ୍ଟାଣ୍ଡିଂ ସୁବିଧା ହାର ଏବଂ ବ୍ୟାଙ୍କ ହାର ୬.୭୫% ରେ ରହିଥିବା ସୂଚନା ଦେଇଛନ୍ତି  ଆଇବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । 

୬.୫% ରେ ଅପରିବର୍ତ୍ତିତ ରେପୋ ରେଟ୍‌
 

ରାଇବଣିଆ ଅଞ୍ଚଳରେ
now
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ