BSKY ଜାଗାରେ ଗୋପବନ୍ଧୁ ଯୋଜନା ଲାଗୁ
by Argus News
Thu, Jul 25 | 6:53 p.m.

ଅର୍ଗସ ବ୍ୟୁରୋ:  BSKY ଜାଗାରେ ଗୋପବନ୍ଧୁ ଯୋଜନା ଲାଗୁ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ନୂଆ ଯୋଜନା ଆରମ୍ଭ କରିବାକୁ ବଜେଟ ଉପସ୍ଥାପନା ବେଳେ କହିଛନ୍ତି ମୁଖ୍ୟମନ୍ତ୍ରୀ । ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କଲେ ସରକାର । ରାଜ୍ୟର ନିଜସ୍ୱ ସ୍ୱାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ । ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍‌ଲେସ୍‌ ସେବା ଉପଲବ୍ଧ ହେବ । ସେପଟେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ମଧ୍ୟ ଲାଗୁ ହେବ ଏବଂ ମାଗଣାରେ ଚକ୍ଷୁ ଚିକିତ୍ସା ଯୋଗାଇବାକୁ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା ଲାଗୁ ହେବ  ।

ଅଧିକ ପଢ଼ନ୍ତୁ:ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ପାଇଁ ୧ ହଜାର କୋଟିର ବ୍ୟୟବରାଦ

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା