ମହାକାଶକୁ ଯାତ୍ରା କରିବାରେ ଦ୍ୱିତୀୟ ଭାରତୀୟ ନାଗରିକ ହେବେ ଗୋପୀଚାନ୍ଦ
by Argus News
Sun, Apr 14 | 8:06 a.m.

ଅର୍ଗସ ବ୍ୟୁରୋ:  ମହାକାଶକୁ ଯାତ୍ରା କରିବାରେ ଦ୍ୱିତୀୟ ଭାରତୀୟ ନାଗରିକ ହେବେ ଗୋପୀଚାନ୍ଦ ଥୋଟାକୁରା। ସେ ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ସ୍ପେସ୍ କମ୍ପାନୀ ବ୍ଲୁ ଅରିଜିନର ନ୍ୟୁ ଶେଫର୍ଡ NS-25 ମିଶନ୍ ସହିତ ମହାକାଶକୁ ଯାତ୍ରା କରିବେ । ବହୁ ଶୀଘ୍ର ଯାତ୍ରା ତାରିଖ ଘୋଷଣା କରାଯିବ। , ପୂର୍ବତନ ଭାରତୀୟ ବାୟୁସେନା ପାଇଲଟ, ୱିଙ୍ଗ କମାଣ୍ଡର ରାକେଶ ଶର୍ମା1984 ମସିହାରେ ମହାକାଶକୁ ଯାତ୍ରା କରିଥିବା ପ୍ରଥମ ଭାରତୀୟ ନାଗରିକ ଥିଲେ। ତେବେ ଗୋପୀଚାନ୍ଦ ଥୋଟାକୁରାଙ୍କର କୌଣସି ମହାକାଶ ଭିତ୍ତିକ ଅନୁଭବ ନଥିବା ସତ୍ତ୍ୱେ ତାଙ୍କୁ ଏହି ମିଶନ ପାଇଁ ଚୟନ କରାଯାଇଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି।

ଅଧିକ ପଢ଼ନ୍ତୁ ଦେଶ ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ