ଭଡ଼ା ଘରେ ସରକାରୀ ଆଇଟିଆଇ ଛାତ୍ରଙ୍କ ଆତ୍ମହତ୍ୟା
by Argus News
Mon, Feb 19 | 6:43 p.m.

କଟକ : କଟକରେ ଏକ ଭଡ଼ା ଘରେ ସରକାରୀ ଆଇଟିଆଇ ଛାତ୍ରଙ୍କ ଆତ୍ମହତ୍ୟା ! ଆଇଟିଆଇ ପ୍ରଥମ ବର୍ଷର ଛାତ୍ର ସନ୍ଦୀପ କୁମାର ମୁଦୁଲି କରିଛନ୍ତି ଏହି ଆତ୍ମହତ୍ୟା। କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୟାଚୌକ ନୂଆ ଗୌଡସାହି ଅଞ୍ଚଳରେ ଘଟିଛି ଏହି ଆତ୍ମହତ୍ୟା ଘଟଣା। ଖବର ପାଇ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରିବା ସହ ସମସ୍ତଙ୍କୁ ପଚରାଉଚରା କରୁଛି। ତେବେ ଆତ୍ମହତ୍ୟା କରିବାର କାରଣ ଅସ୍ପଷ୍ଟ।

ଅଧିକ ପଢନ୍ତୁ ଓଡିଶା ଖବର

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ