ଅର୍ଗସ ବ୍ୟୁରୋ: ଡୋର ଷ୍ଟେପରେ ନ୍ୟାୟ ପହଞ୍ଚାଇବା ଉପରେ ସରକାରଙ୍କ ଗୁରୁତ୍ଵ । ଲୋକଙ୍କ ଡୋର ଷ୍ଟେପରେ ପହଞ୍ଚିବ ନ୍ୟାୟ । ସବୁ ବ୍ଲକରେ ଗ୍ରାମ୍ୟ ନ୍ୟାୟଳୟ ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ 6 ଟି ଗ୍ରାମ୍ୟ ନ୍ୟାୟଳୟ ଆରମ୍ଭ ପାଇଁ ଅନୁମତି ଦିଆଯାଇଛି । ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ସବୁ ବ୍ଲକରେ ଖୋଲିବ । ଭାରତୀୟ ନ୍ୟାୟ ସଂହିତା ଜାଗୃତିକରଣ କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା । ଗ୍ରାମ୍ୟ ନ୍ୟାୟାଳୟ ଖୋଲିଲେ ମାମଲା ସଂଖ୍ୟା କମିବ । ଆଇନ ବ୍ୟବସ୍ଥା ଉପରେ ଚାପ କମିବ । ଯାହାଦ୍ୱାରା ସାଧାରଣ ଲୋକ ତ୍ୱରିତ ନ୍ୟାୟ ପାଇ ପାରିବେ ।
ଅଧିକ ପଢ଼ନ୍ତୁ ଓଡିଶା ଖବର: