ସରକାରଙ୍କ ପ୍ରତିଶ୍ରୁତି ପାଣିର ଗାର: ବିଜେପି
by Argus News
Thu, Dec 07 | 1:00 p.m.

ଅର୍ଗସ ବ୍ୟୁରୋ: ମହାମହିମ ରାଜ୍ୟପାଳ ଙ୍କ ଅନୁଗୁଳ ଜିଲା ଗସ୍ତ ଅବସରରେ ଅନୁଗୁଳ ବିଜେପିର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟପାଳଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଏନେଇ ଗଣମାଧ୍ୟମକୁ ନିଜ ପ୍ରତିକ୍ରିୟା ଦେଇ ବଶିଷ୍ଠ ବିଜେପି ନେତା କାଳନ୍ଦୀ ସାମଲ ସୂଚନା ଦେଇଛନ୍ତି । ଅନୁରୂପ ଭାବେ ସାତ ଦଫା ଦାବି ନେଇ ପାଳଲହଡ଼ା ସହର ଗୁରୁଜାଙ୍ଗଠାରେ, ଦ୍ଵିତୀୟରେ ଚିଲିକା ଠାରେ ରେଙ୍ଗାଳି ବୁଡି ବିସ୍ଥାପିତଙ୍କ ଜଳ ସତ୍ୟାଗ୍ରହ ଇତି ମଧ୍ୟରେ ସାତ ଦିନରେ ପହଞ୍ଚି ଥିବା ବେଳେ 
ଦୀର୍ଘ 48 ବର୍ଷର ସମସ୍ୟା ସମାଧାନ ଦିଗରେ କିଭଳି ରାଜ୍ୟ ସରକାର ଆଖି ବୁଜି ଦେଇଛନ୍ତି।  ଏହାସହ ସରକାରଙ୍କ ପ୍ରତିଶ୍ରୁତି କିଭଳି ପାଣି ର ଗାର ପାଲଟିଛି ସେନେଇ ମହାମହିମ ରାଜ୍ୟପାଳ ଙ୍କୁ ଅବଗତ କରାଯିବା ସହ ଏହି ମର୍ମରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିବା ନେଇ କହିଛନ୍ତି ବିଜେପି ନେତା ଅଶୋକ ମହାନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ