ନିର୍ବାଚନ ବୈଠକରେ ଯୋଗଦେଇ ପଡିଲେ ହରଡ଼ ଘଣାରେ
by Argus News
Sat, Apr 27 | 2:36 p.m.

ଅର୍ଗସ ବ୍ୟୁରୋ : ନିର୍ବାଚନ କର୍ମୀ ବୈଠକରେ ସରକାରୀ ଶିକ୍ଷକ ।  ବିଜେଡିର ପ୍ରଚାର କରୁଛନ୍ତି ସରକାରୀ ଶିକ୍ଷକ ।  ନିର୍ବାଚନ ଆଚରଣବିଧିକୁ ଉଲଙ୍ଘନ କରି ଦଳୀୟ କର୍ମୀ ବୈଠକରେ ସରକାରୀ ଶିକ୍ଷକ ଯୋଗ ଦେଇଥିବା ହୋଇଛି ଅଭିଯୋଗ । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ବସ୍ତା ନିର୍ବାଚନ ମଣ୍ଡଳିରେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

 ନିଖିରା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସତ୍ୟ ରଞ୍ଜନ ପାତ୍ର ବିଜେଡିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି । ବିଭିନ୍ନ ସମୟରେ ବିଧାୟକ ଓ ସାଂସଦଙ୍କ ଦଳିୟ କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ଦେଖିବାକୁ ମିଳିଛି । ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେପି । ସେପଟେ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ଶିକ୍ଷକ ସତ୍ୟ ରଞ୍ଜନ ପାତ୍ର  ।

PM MODI
15m ago
'ଓଡିଶାରେ ଗୋଟିଏ ନାରା...ପ୍ରଥମ ଥର ହେବ ଡବଲ ଇଞ୍ଜିନ ସରକାର'
ଅନୁଗୁଳ: ଅନୁଗୁଳରେ ନିର୍ବାଚନୀ ସଭା ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଓଡିଶା କଳାର ଧାମ୍ ...ପ୍ରତି ଘରେ କଳା ରହିଛି । ମହିମା ଗୋଷେଇଁ, ଭୀମ ଭୋଇଙ୍କ ସ୍ମୃତିକୁ ମନେପକାଇଲେ ମୋଦ
PM
55m ago
ପୁରୀ ରୋଡ଼ ସୋ' ଶେଷ କରି ଅନୁଗୁଳ ପହଞ୍ଚିଲେ ମୋଦି
ଅର୍ଗସ ବ୍ୟୁରୋ : ଅନୁଗୁଳରେ ପହଞ୍ଚିଲେ ମୋଦି । ପୁରୀ ରୋଡ଼ ସୋ' ଶେଷ କରି ଅନୁଗୋଳ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । ସେଠାରେ ସାଧାରଣ ସଭାରେ ଯୋଗ ଦେବେ । ସେଠାରେ ସଭା ଶେଷ କରି ୧୧ଟ
VOTE
ସକାଳ ୯ଟା ସୁଦ୍ଧା ୬.୯୯% ମତଦାନ
ଅର୍ଗସ ବ୍ୟୁରୋ : ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଛି । ୫ ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ