ଅହମ୍ମଦାବାଦ ଓ ଭଲସାଡରେ ପ୍ରବଳ ବର୍ଷା ଯୋଗୁଁ ଅନେକ ଅଂଚଳରେ ପାଣି
by Argus News
Tue, Aug 27 | 8:04 a.m.

ଅର୍ଗସ ବ୍ୟୁରୋ:  ଲଗାଣବର୍ଷାରେ ଉବୁଟୁବୁ ଗୁଜୁରାଟ । ଅହମ୍ମଦାବାଦ ଓ ଭଲସାଡରେ ପ୍ରବଲ ବର୍ଷା ଯୋଗୁଁ ଅନେକ ଅଂଚଳରେ ପାଣି ଜମି ରହିଛି । ଭଲସାଡରେ ସ୍ଥିତି ସଂଗୀନ । ତଳିଆ ଅଚଳରେ ପାଣି ପଶି ଯାଇଥିବାରୁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏନଡିଆରଏଫ୍ ଟିମ୍ ସହ ଗୁଜରାଟର ଉଦ୍ଧାରକାରୀ ଟିମକୁ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ଲଗାଯାଇଛି ।  ଅହମ୍ମଦାବାଦର ରାସ୍ତା  ଉପରେ ପାଣି ଲହଡି ମାରୁଛି ।

ଅଧିକ ପଢ଼ନ୍ତୁ ଦେଶ ଖବର:

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର