ଜଳୁଛି ହଦଗଡ଼ , ୯ ଟି ପଏଣ୍ଟରେ ଲାଗିଛି ନିଆଁ
by Argus News
Mon, Apr 22 | 3:04 p.m.

କେଉଁଝର : ଜଳୁଛି ହଦଗଡ଼।  ହଦଗଡ଼ ହସ୍ତୀ ଅଭୟାରଣ୍ୟର ୯ ଟି ପଏଣ୍ଟରେ ଲାଗିଛି ନିଆଁ। ଅତ୍ୟଧିକ ଗରମ ସହିତ ନିଆଁ ର ପ୍ରଭାବ ଯୋଗୁ ଜଙ୍ଗଲ ଜନ୍ତୁ ଏବେ ବିପଦ ରେ। ନିଆଁ ଲିଭାଇବା ପାଇଁ ନିଯୁକ୍ତି ହୋଇଛନ୍ତି ବନ ବିଭାଗ ଓ ଅଗ୍ନିଶମ ବିଭାଗ ର ସ୍ପେଶାଲ ଟିମ। ତେବେ ନିଆଁ କୁ ଖୁବ ଶୀଘ୍ର ଆୟତ୍ତ କରାଯିବ ବୋଲି ବନ କର୍ମଚାରୀ କହୁଥିବା ବେଳେ ଅଭୟାରଣ୍ୟ ଭିତରେ ବାସ କରୁଥିବା ଲୋକେ ନିଆଁ ନଲଗାଇବାକୁ ଅନୁରୋଧ ରଖା ଯାଇଛି।

 ଅଧିକ ପଢନ୍ତୁ ଓଡିଶା ଖବର

ଛତିଶଗଡ଼
8m ago
ଛତିଶଗଡ଼ ସୁକମାରେ ଏନକାଉଣ୍ଟର , ଜଣେ ମାଓବାଦୀ ମୃତ
ମାଲକାନଗିରି : ଛତିଶଗଡ଼ ସୁକମାରେ ଏନକାଉଣ୍ଟର । ବଡ଼ଧରଣର ମାଓ ଶିବିର ଉପରେ DRG ଯବାନଙ୍କ ଚଢ଼ଉ । ଟେଟରାଇ ତେଲନାଇ ଜଙ୍ଗଲରେ ଚାଲିଥିଲା ମାଓ ଶିବିର । ଶୁକମାରେ DRG ଯବାନ
ରାସ୍ତାରୋକ
25m ago
ପାଣି ପାଇଁ ଦୁଇଟି ଜାଗାରେ ରାସ୍ତାରୋକ
ବାଲେଶ୍ୱର: ପାଣି ପାଇଁ ରାସ୍ତାରୋକ । ନୀଳଗିରି ବ୍ଲକ ଭଉଁରୀଆବାଡ଼ ପଞ୍ଚାୟତର ତେନ୍ତୁଳାପଡା ଗାଁରେ ପାନୀୟ ଜଳ ସଙ୍କଟ । ସ୍ବଚ୍ଛ ପାଣି ନମିଳିବାରୁ ବାଧ୍ୟ ହୋଇ ଗାଁ ଲୋକ ଗରା, ବାଲ୍ଟ
ତାତି
ରାଜ୍ୟରେ ବଢୁଛି ତାତି , ୬ ରାଜ୍ୟ ପାଇଁ ହିଟ୍ ୱେଭ ଜାରି
ଅର୍ଗସ ବ୍ୟୁରୋ : ଆଜି ବି ଅସହ୍ୟ ତାତି ଅନୁଭୁତ ହେବ । ସକାଳ 8.30 ସୁଦ୍ଧା ଭୁବନେଶ୍ବରେ ପାରଦ 34.6 ରେକର୍ଡ କରାଯାଇଛି । ଗତ 3 ଦିନ ହେବେ ରାଜ୍ୟରେ ବଢିଛି ତାପମାତ୍ରା । ସକାଳ ସାଢ