ବିଳମ୍ବରେ ଅଫିସ ଆସିଲେ କଟିବ ଅଧାଦିନର ଦରମା 
by Argus News
Sat, Jun 22 | 8:17 p.m.

 ନୂଆଦିଲ୍ଲୀ: ସରକାରୀ ବାବୁଙ୍କୁ କେନ୍ଦ୍ର ସରକାରଙ୍କ ତାଗିଦ । ବିଳମ୍ବରେ ଅଫିସ ଆସିଲେ କଟିବ ଅଧାଦିନର ଦରମା । କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ସକାଳ ୯ଟାରୁ ୯ ଟା ୧୫ ଭିତରେ ନ ପହଞ୍ଚିଲେ ଅଧାଦିନର ଦରମା କାଟିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ସରକାରୀ ଅଫିସ ସମୟ ସକାଳ ୯ ଟା ରୁ ୫ ଟା ପର୍ଯ୍ୟନ୍ତ ରହିଥାଏ। ଏଥିପାଇଁ କର୍ମଚାରୀମାନଙ୍କୁ ସକାଳ ୯ଟା ୧୫ ଭିତରେ କାର୍ଯ୍ୟାଳୟରେ ପହଞ୍ଚିବାକୁ ନିର୍ଦ୍ଦେଶ ରହିଛି ।

କିନ୍ତୁ କିଛି କାର୍ଯ୍ୟାଳୟରେ ନିୟମ ପାଳନ ହେଉନଥିବାରୁ ଏଭଳି କିଛି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର ସରକାର । ଏନେଇ ସରକାରୀ କାର୍ଯ୍ୟାଳୟରେ କାମ କରୁଥିବା କେନ୍ଦ୍ରର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ବା ଡିଓପିଟି ଦେଶର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଅଫିସରେ ଯୋଗଦାନ କରିବାର ଗୋଟିଏ ନିର୍ଦ୍ଦିଷ୍ଟ ସମୟ ସୀମା ଧାର୍ଯ୍ୟ କରିଛି।  

ଅଧିକ ପଢନ୍ତୁ ଭାରତ ଖବର 

ବିଜେଡି
14m ago
କୌଣସି କମିଟିରେ ନଥାଇ ବି ଦଳର ସବୁ ବୈଠକରେ ଉପସ୍ଥିତ ବବି
ଭୁବନେଶ୍ୱର: ନିର୍ବାଚନରେ ହାରିବା ପରେ ବିଜେଡି ସ୍ଥିତି ଅସମ୍ଭାଳ। ପୂର୍ବରୁ ବିଜେଡିର କାର୍ପଟଦାର ଥିବା ବବି ଦାସ ଓ ପାଣ୍ଡିଆନଙ୍କ ବିରୋଧରେ ଦଳୀୟ ନେତା ଖୁଲମଖୁଲ୍ଲା ବିଷୋଦଗା
9 ଗିରଫ
ପୋଲିସ ଉପରେ ଆକ୍ରମଣ କରିଥିବା 9 ଗିରଫ
ଅର୍ଗସ ବ୍ୟୁରୋ: ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଶୁକ୍ରବାର ଭଦ୍ରକରେ ହୋଇଥିଲା ତୁମୂଳକାଣ୍ଡ। ଆକ୍ରମଣJS ଲହୁଲୁହାଣ ହୋଇଥିଲେ ପୋଲିସ ଅଫିସର। ଏଇ ଘଟଣା ପରେ ଭଦ୍ରକ ସହରରେ ପୋଲିସ ଛାଉଣୀ ।
ସରକାର
ପୂର୍ବ ସରକାରରେ ଦୁର୍ନୀତିଖୋର ଅଫିସରଙ୍କୁ କଡ଼ା ଚେତାବନୀ
ଅର୍ଗସ ବ୍ୟୁରୋ: ମହିଳା ବିରୋଧୀ ଅପରାଧ ଉପରେ ଶୂନ୍ୟ ସହନଶୀଳ ନୀତିରେ କାମ କର । ମହିଳା, ଶିଶୁ ଓ ଦୁର୍ବଳ ଶ୍ରେଣୀ ଲୋକଙ୍କ ଉପରେ ହେଉଥିବା ଅପରାଧର ତୁରନ୍ତ ସମାଧାନ କର । ଅପରାଧୀ ଯେତ