କାଠ ଆଣିବାକୁ ଯାଇ ଭାଲୁ ଆକ୍ରମଣର ଶିକାର
by Argus News
Sat, Oct 26 | 10:03 p.m.

ଅର୍ଗସ ବ୍ୟୁରୋ: ଜଙ୍ଗଲରେ କାଠ ଆଣିବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି ଜଣେ ଯୁବକ। ପରେ ତାଙ୍କୁ ଗୁରୁତର ଭାବେ ୧୦୮  ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରାଯାଇଛି । ବାମ ହାତ ଭାଙ୍ଗିଥିବା ସୂଚନା ମିଳିଛି । ଏହି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ମୋଇଦଲପୁର ପଞ୍ଚାୟତ ଛଟାଗୁଡା ଜଙ୍ଗଲରେ। 

ସୂଚନା ଅନୁଯାୟୀ ଛଟାଗୁଡା ଗ୍ରାମର ତଇଲ ଯାନୀ ଗାଁ ନିକଟ ଜଙ୍ଗଲରେ କାଠ ଆଣିବାକୁ ଯାଇଥିଲେ। ହଠାତ ତିନୋଟି ଭାଲୁ ସାମ୍ନାକୁ ଆସିଥିଲେ ଓ ଗୋଟିଏ ଭାଲୁ ବାମ ହାତକୁ ଆକ୍ରମଣ କରିଥିଲା। ଟାଙ୍ଗିଆ ଦ୍ୱାରା ଭାଲୁକୁ ଘଉଡ଼ାଇବାରୁ ଜଙ୍ଗଲ ଭିତରକୁ ଚାଲିଯାଇଥିଲେ । ବାମ ହାତ ଭାଙ୍ଗିଯାଇଥିବା ବେଳେ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇ ଆମ୍ବୁଲାନ୍ସ ଯୋଗେ ପାପଡାହାଣ୍ଡି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଅଧିକ ଗୁରୁତର ହେବାରୁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ଚିକିତ୍ସା ଜାରି ରହିଥିବା ସୂଚନା ରହିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ବିଜେଡି ନିର୍ବାଚନୀ
ବିଜେଡି ନିର୍ବାଚନୀ ଟଙ୍କାରେ ଆକାଶରେ ଉଡୁଥିଲେ ପାଣ୍ଡିଆନ
ଅର୍ଗସ ବ୍ୟୁରୋ: ନିର୍ବାଚନରେ ପାଣି ଭଳି ଟଙ୍କା ବୁହାଇଥିଲା ବିଜେଡି । ନିର୍ବାଚନ ଆୟୋଗଙ୍କ ନିକଟରେ ବିଜେଡି ଦାଖଲ କରିଥିବା ରିପୋର୍ଟରୁ ଆସିଛି ଆଖି ଖୋସି ଦେବା ଭଳି ରିପୋର୍ଟ । ରିପୋର୍
କାଠ ଆଣିବାକୁ
କାଠ ଆଣିବାକୁ ଯାଇ ଭାଲୁ ଆକ୍ରମଣର ଶିକାର
ଅର୍ଗସ ବ୍ୟୁରୋ: ଜଙ୍ଗଲରେ କାଠ ଆଣିବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି ଜଣେ ଯୁବକ। ପରେ ତାଙ୍କୁ ଗୁରୁତର ଭାବେ ୧୦୮ ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରାଯାଇଛି । ବା
ଆବାସ ଗୃହ
ଶିବାନୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଗୃହ ମଞ୍ଜୁର
ଅର୍ଗସ ବ୍ୟୁରୋ: ଖିଲାପ କଲେ କ୍ଷମା ନାହିଁ, ଭଲ କାମ କଲେ ପୁରସ୍କାର। ଏହି ପ୍ରତିଶ୍ରୁତି ପାଳନ କରିଛନ୍ତି ସରକାର। ବାତ୍ୟା ସମୟରେ ପ୍ରଶଂସନୀୟ କାର୍ଯ୍ୟ କରିଥିବାରୁ କେନ୍ଦ୍ରାପଡ଼