ଯିଏ ଜନତାକୁ ଲୁଟିଛି, ତାକୁ ସବୁକିଛି ଫେରାଇବାକୁ ପଡ଼ିବ : ମୋଦିଙ୍କ ଗ୍ୟାରେଣ୍ଟି
by Argus News
Fri, Dec 08 | 2:42 p.m.

ଅର୍ଗସ ବ୍ୟୁରୋ : ବୁଧବାର ଠାରୁ ଟଙ୍କା ଗଣିଗଣି ନାକେଦମ ହେଲେଣି ଅଧିକାରୀ । ପ୍ରଥମ ଥର ପାଇଁ ଓଡ଼ିଶ‌ାରେ ଏଭଳି ଘଟଣା ଦେଖିବାକୁ ମିଳିଛି । ବୁଧବାର ଦିନ ୩ରାଜ୍ୟର ବିଭିନ୍ନ ସ୍ଥାନରୁ ୨୦୦‌କୋଟି ନଗଦ ଟଙ୍କା ଜବତ ହୋଇଥିଲା ।

 

ଓଡ଼ିଶାରେ ଜବତ ୨୦୦ କୋଟି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟ୍ବିଟ । ଦେଶବାସୀ ଏହି ବିଡା ବିଡା ନୋଟକୁ ଦେଖନ୍ତୁ ଏବଂ ଏମାନଙ୍କ ନେତାଙ୍କ ସଚ୍ଚୋଟତାକୁ ନେଇ ଦେଉଥିବା ଭାଷଣ ଶୁଣନ୍ତୁ । ଯିଏ ଜନତାକୁ ଲୁଟିଛି, ତାକୁ ସବୁକିଛି ଫେରାଇବାକୁ ପଡ଼ିବ । ଏହା ମୋଦିଙ୍କ ଗ୍ୟାରେଣ୍ଟି ବୋଲି ଟ୍ବିଟ୍ କରିଛନ୍ତି ପ୍ରଧାନମନ୍ତ୍ରୀ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ