ଆହୁରି ବଢିବ ତାତି, ସତର୍କ କରାଇଲା ପାଣିପାଗ କେନ୍ଦ୍ର
by Argus News
Thu, Apr 25 | 9:16 a.m.

ଅର୍ଗସ ବ୍ୟୁରୋ : ଜଳୁଛି ଓଡ଼ିଶା। ଆଗକୁ ସିଭିୟର ହିଟ୍ଓ୍ବେଭ୍। ସ୍ଥିତି ହେବ ଅସମ୍ଭାଳ। ସତର୍କ କରାଇଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଳବୈଶାଖୀ ସମ୍ଭାବନା ଥିଲେ ବି ତାତିରେ ଲାଗିବନି ବ୍ରେକ୍। ରାଜ୍ୟକୁ ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗରୁ ପ୍ରଚୁର ମାତ୍ରାରେ ପ୍ରବେଶ କରୁଥିବା ଗରମ ଶୁଷ୍କ ପବନ ପ୍ରଭାବରେ ଏଭଳି ସ୍ଥିତି ଲାଗି ରହିଛି।

ଅଧିକ ପଢନ୍ତୁ : ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାତି ବଢ଼ିବ

ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍ଓ୍ବେଭ୍ ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସଭିୟର ହିଟ୍ଓ୍ବେଭ ପାଇଁ ୨୩ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ରାସ୍ତାରୋକ
now
ପାଣି ପାଇଁ ଦୁଇଟି ଜାଗାରେ ରାସ୍ତାରୋକ
ବାଲେଶ୍ୱର: ପାଣି ପାଇଁ ରାସ୍ତାରୋକ । ନୀଳଗିରି ବ୍ଲକ ଭଉଁରୀଆବାଡ଼ ପଞ୍ଚାୟତର ତେନ୍ତୁଳାପଡା ଗାଁରେ ପାନୀୟ ଜଳ ସଙ୍କଟ । ସ୍ବଚ୍ଛ ପାଣି ନମିଳିବାରୁ ବାଧ୍ୟ ହୋଇ ଗାଁ ଲୋକ ଗରା, ବାଲ୍ଟ
ତାତି
ରାଜ୍ୟରେ ବଢୁଛି ତାତି , ୬ ରାଜ୍ୟ ପାଇଁ ହିଟ୍ ୱେଭ ଜାରି
ଅର୍ଗସ ବ୍ୟୁରୋ : ଆଜି ବି ଅସହ୍ୟ ତାତି ଅନୁଭୁତ ହେବ । ସକାଳ 8.30 ସୁଦ୍ଧା ଭୁବନେଶ୍ବରେ ପାରଦ 34.6 ରେକର୍ଡ କରାଯାଇଛି । ଗତ 3 ଦିନ ହେବେ ରାଜ୍ୟରେ ବଢିଛି ତାପମାତ୍ରା । ସକାଳ ସାଢ
କିସମିସ୍ ପାଣି
ଜାଣନ୍ତୁ କିସମିସ୍ ପାଣିର ଫାଇଦା
ଅର୍ଗସ ବ୍ୟୁରୋ: ଆମେ ସମସ୍ତେ ଜାଣିଛେ ଡ୍ରାଏ ଫ୍ରୁଟସ ଆମ ଶରୀର ପାଇଁ କେତେ ଲାଭଦାୟୀ। କିନ୍ତୁ ଏହି ଡ୍ରାଏ ଫ୍ରୁଟସ ଗୁଡ଼ିକ ବହୁତ୍ ମହଙ୍ଗା ହୋଇଥାଏ। ଅଧିକାଂଶ ଲୋକଙ୍କ ପାଇଁ ନିୟମିତ ଭାବର