ଆହୁରି ୨ ଦିନ ଜାରି ରହିବ ଗ୍ରାଷ୍ମ ଲହରୀ
by Argus News
Sat, Apr 20 | 11:08 a.m.

ଅର୍ଗସ ବ୍ୟୁରୋ:  ପ୍ରଚଣ୍ଡ ଗରମ, ଅସମ୍ଭାଳ ତାତିରେ ଛଟପଟ ସାରା ଓଡ଼ିଶା । ଆକାଶରୁ ନିଆଁ ବର୍ଷା ହେଉଛି। ପାଣିପାଗ ବିଭାଗର ଆକଳନ, ଆହୁରି 2 ଦିନ ଯାଏଁ ଜାରି ରହିବ ଗ୍ରାଷ୍ମ ଲହରୀ । ସକାଳ 8ଟା 30 ସୁଦ୍ଧା ଭବାନୀପାଟଣାରେ ସର୍ବାଧିକ 35 ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗୀରରେ 34.2 ଡିଗ୍ରୀ,ରାଉରକେଲାରେ 33.4ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଚି। କଟକ, ବାରିପଦା, କେନ୍ଦୁଝର, ଝାରସୁଗୁଡା, ବାଲେଶ୍ୱରରେ 33 ଡିଗ୍ରୀ ତାପମାତ୍ରା ଅନୁଭୂତ ହେଉଛି। ସେହିପରି ଚାନ୍ଦବାଲିରେ 33.8ଡିଗ୍ରୀ, ଟିଟିଲାଗଡ଼ରେ 32.4ଡିଗ୍ରୀ, ଭୁବନେଶ୍ୱର ଓ ତାଳଚେରରେ 32.2ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଭଦ୍ରକ, ନୂଆପଡା ଏବଂ ଜଗତସିଂହପୁରରେ 31.4 ପାରଦ ରେକର୍ଡ କରାଯାଇଛି। ସେପଟେ ଆଜି ଦକ୍ଷିଣ ଓଡିଶାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି