ତତଲା କଢେଇରେ ଭାଜି ହେଉଛି ଓଡିଶା
by Argus News
Sat, May 18 | 1:04 p.m.

ଅର୍ଗସ ବ୍ୟୁରୋ: ତତଲା କଢେଇରେ ସାରା ଓଡ଼ିଶା। ଆଜି ବି ଅସହ୍ୟ ତାତି ଅନୁଭୁତ ହେବ । ସକାଳୁ ସକାଳୁ ପ୍ରବାଳ ଗରମ ହେଉଛି । ସକଳ 8.30 ସୁଦ୍ଧା ଭୁବନେଶ୍ୱରରେ ପାରଦ 34.6 ରେକର୍ଡ କରାଯାଇଛି ।  ଗତ 3 ଦିନ ହେବ ରାଜ୍ୟରେ ବଢିଛି ତାପମାତ୍ରା । ସକାଳ ସାଢେ ୫ଟାରୁ ଆସିଯାଉଛି ଖରା । ଖରାକୁ ନେଇ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ବି ହେବ ଅସହ୍ୟ ତାତି ।ସକାଳୁ ସକାଳୁ ପ୍ରବଳ ଗରମ ଅନୁଭୂତ। ସକାଳ 8.30 ସୁଦ୍ଧା ଭୁବନେଶ୍ବରେ ପାରଦ  34.6 ଡିଗ୍ରୀ। ପାଣିପାଗ ବିଭାଗର ଆକଳନ ୪ରୁ ୫ ଦିନ ମଧ୍ୟରେ ୨ରୁ ୪ ଡିଗ୍ରି ବଢିବ ତାପମାତ୍ରା। ତେବେ ବାହାରକୁ ଯାଉଥିବାବେଳେ ସତର୍କତା ଅବଲମ୍ୱନ କରି ଯିବାକୁ ପଡିବ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ