ତାତିରେ ସିଝୁଛି ସାରା ଓଡ଼ିଶା
by Argus News
Wed, Apr 03 | 9:16 a.m.

ଅର୍ଗସ ବ୍ୟୁରୋ:  ତାତିରେ ସିଝୁଛି ସାରା ଓଡ଼ିଶା । ଆକାଶରୁ ହେଉଛି ଅଗ୍ନିବର୍ଷା। ଉପକୂଳରୁ ଉପାନ୍ତ ସବୁଠି କଲବଲ କରୁଛି ଟାଣ ଖରା।  ଆଗକୁ ଆହୁରି ଅଣାୟତ୍ତ କରିବ ଖରା ବୋଲି ସତର୍କ କରିଛି ପାଣିପାଗ ବିଭାଗ । ବିଭିନ୍ନ ଜିଲ୍ଲାରେ ହିଟ୍ ୱେଭ୍ ବା ଗ୍ରୀଷ୍ମ ପ୍ରବାହ ସ୍ଥିତି ଉପୁଜିବା ନେଇ ଆଲର୍ଟ ଜାରି ହୋଇଛି । ସକାଳ ୯ଟା ପରେ ଘରୁ ବାହାରିବା ମୁସ୍କିଲ୍ ହୋଇପଡିଛ । ଦିନକୁ ଦିନ ଉପରମୁହାଁ ହେଉଛି ପାରଦ । ଉପକୂଳରୁ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସମ୍ଭାଳ। ୪୦ ଡିଗ୍ରୀ ଛୁଇଁଛି ୮ ସହରର ତାପମାତ୍ରା ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ